ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ନେଇ ଏମିତି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୧୫।୭: ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ପାଇଁ କଟକ ଭୁବନେଶ୍ୱର ସମେତ ସବୁ ଜିଲାରେ ଶୀଘ୍ର ମଣ୍ଡି ଖୋଲିବ। ଏ ନେଇ ସୋମବାର କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର। ସେ କହିଛନ୍ତି, କୃଷକମାନେ ମଣ୍ଡିକୁ ଉତ୍ପାଦନ ସାମଗ୍ରୀ ଆଣିବେ । ଆଉ ସେଠାରୁ ହିଁ ବିକ୍ରି ହେବ । ପାଇକାରି ଦର କମ ଥିବାବେଳେ ୪ଥାକରେ ଗ୍ରାହକଙ୍କ ପାଖରେ ପହଞ୍ଚୁଛି ପନିପରିବା ସହ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀ।
ବଡ଼ କଥା ମଣ୍ଡି ହେଲେ ମିଡିଲ ମ୍ୟାନଙ୍କ ପ୍ରାଦୁର୍ଭାବ କମିବ। ଫଳରେ ଦର୍‌ ଉପରେ ନିୟନ୍ତ୍ରଣ ଲାଗିବ। ଦୋକାନରେ ପ୍ରକୃତ ଦରର ଲିଷ୍ଟ ଲାଗିବ। ଏନେଇ ଖୁବ ଶୀଘ୍ର କୃଷି ବିଭାଗ କୋପରେଶନ ଓ ଖାଉଟି ବିଭାଗର ଖୁବଶୀଘ୍ର ବସିବ ସମନୟ ବୈଠକ। ପ୍ରଥମେ ୧୩୭ ଲକ୍ଷ ଟନ୍‌ରୁ ୨୦୦ ଲକ୍ଷ ଟନ୍‌ ଉତ୍ପାଦନ କେମିତି ହେବ ସେନେଇ ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ ହେବ। ଚାଷ ବା କୃଷି ଉତ୍ପାଦନ କିଭଳି ବୃଦ୍ଧି ହେବ ସେ ନେଇ ବୈଠକରେ ନିଷ୍ପତି ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍‌ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍‌ର ୬…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri