କୋଭିଡ୍‌ ନିୟମ ନମାନି ଭୋଜି, ସଙ୍ଗରୋଧ କେନ୍ଦ୍ରରେ ବଣ୍ଟାହେଲା ଖାଦ୍ୟ

ଦିଗପହଣ୍ଡି,୧ା୭(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କୋଟିନଡା ପଞ୍ଚାୟତ ସିଦ୍ଧଖଣ୍ଡି ଗ୍ରାମରେ ମଙ୍ଗଳବାର ସରକାରଙ୍କ କୋଭିଡ-୧୯ ନିୟମ ଉଲ୍ଲଂଘନ କରି ବିବାହ ଭୋଜି ଚାଲିଥିବାବେଳେ ତହସିଲ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଚଢାଉ କରିଥିଲା। ହଣ୍ଡାହାଣ୍ଡି ଜବତ କରିବା ସହ ଜବତ ରନ୍ଧାଖାଦ୍ୟ ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଥିବା ପ୍ରାୟ ୧୮୦ ଅନ୍ତେବାସୀଙ୍କୁ ଦିଆଯାଇଥିଲା। ସେହିପରି ଭୀଷ୍ମଗିରି ଗ୍ରାମ ଗୋପବନ୍ଧୁ ନଗରରେ ବାହାଘର ଭୋଜି ଚାଲିଥିବାବେଳେ ସ୍ଥାନୀୟ ପୋଲିସ ଚଢ଼ାଉ କରି ସମସ୍ତ ରନ୍ଧାଖାଦ୍ୟ ଜବତ କରିଥିଲା। ସରପଞ୍ଚ ପିତାମ୍ବର ଗୌଡଙ୍କ ଉପସ୍ଥିତିରେ ଜବତ ଖାଦ୍ୟ ସଙ୍ଗରୋଧ କେନ୍ଦ୍ର ଅନ୍ତେବାସୀଙ୍କ ମଧ୍ୟରେ ବଣ୍ଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାରେ ପାସ୍‌ ହାର ୮୪.୨୦ ପ୍ରତିଶତ

ବ୍ରହ୍ମପୁର ଅଫିସ,୨୦ା୮- ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ରାଜ୍ୟସ୍ତରରେ ଉତ୍କର୍ଷତା ହାସଲ କରିଛି। ୯୦ ପ୍ରତିଶତରୁ...

କୋରାପୁଟରେ କଫି ପ୍ରକ୍ରିୟାକରଣ କେନ୍ଦ୍ରର ଉଦ୍‌ଘାଟନ ନେଇ ସମସ୍ତ ପ୍ରସ୍ତୁତି ଶେଷ

କୋରାପୁଟ,୧୦।୯(ସ୍ବ.ପ): କୋରାପୁଟ ଚନ୍ଦନ ପୋଖରୀ ନିକଟରେ ଥିବା କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର ଆସନ୍ତା ବୁଧବାର ଉଦ୍‌ଘାଟିତ ହେବାର ରହିଛି। ଏଥିନିମନ୍ତେ କୋରାପୁଟ ଆଇଟିଡିଏ ପକ୍ଷରୁ ସମସ୍ତ...

ନେଳିଆବାଗ୍‌ର ୫ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଛନ୍ତି ୪ ମହିଳା, ଜଣେ ପୁରୁଷ; ପ୍ରକାଶ ପାଇଥିଲା ଲକ୍ଷଣ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୫ଜଣ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ବିଷୟରେ ମଙ୍ଗଳବାର ସୂଚନା କରାଯାଇଛି। ୧୦୪,୧୦୫,୧୦୬,୧୦୭,୧୦୮ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦିଆଯାଇଛି। ୧୦୪ ନଂ...

ମଣ୍ଡିରୁ ଧାନ ନ ଉଠିବାରୁ ଅଭିନବ ପ୍ରତିବାଦ: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଚାଷୀ ଖାଇଲେ ପଖାଳ

ବରଗଡ଼ ଅଫିସ,୧୦।୬: ବରଗଡ଼ ଜିଲାରେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାର ପ୍ରତିବାଦରେ ବୁଧବାର...

ମାଲକାନଗିରି ଜିଲା ଚିଠି: ପ୍ରହସନ ପାଲଟିଛି ଶିଶୁ ସୁରକ୍ଷା, ଶିଶୁ ଶ୍ରମିକ ଉଦ୍ଧାର ଯୋଜନା; କାହା ପାଖରେ ତଥ୍ୟ ନାହିଁ

ଦେଶରେ ଶିଶୁମାନଙ୍କ ସୁରକ୍ଷା, ଯତ୍ନ, ଖାଦ୍ୟପେୟ, ଶିକ୍ଷାଦାନ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଜିଲାରେ ଶିଶୁମାନଙ୍କ ସୁରକ୍ଷା ପାଇଁ ଚାଇଲ୍ଡଲାଇନ୍‌,...

ଏହି ବ୍ଲକରେ ୧୦ କରୋନା ଯୋଦ୍ଧାଙ୍କ ସମେତ ୧୪ ପଜିଟିଭ୍‌ ଚିହ୍ନଟ

ଦାରିଙ୍ଗବାଡ଼ି,୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ି...

ଲକ୍‌ ଡାଉନ୍‌ ନିୟମ ଉଲ୍ଲଂଘନ: ୨୪୫ ଜଣଙ୍କଠାରୁ ୪୯,୩୦୦ ଟଙ୍କା ଜୋରିମାନା ଆଦାୟ

ବରଗଡ଼ ଅଫିସ୍‌,୨୧।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି କ୍ରମରେ ବରଗଡ଼...

ଜମିଜମା ବିବାଦ, ମହିଳାଙ୍କୁ ଆକ୍ରମଣ ଅଭିଯୋଗ

ବରୀ,୧ା୧୨(ସ୍ବ.ପ୍ର.)- ବରୀଥାନା ଅଧୀନ କିମ୍ଭୀରିଆପାଳ ପଞ୍ଚାୟତ ମାଳଦା ଗ୍ରାମରେ ରବିବାର ଜିମିଜମା ବିବାଦକୁ ନେଇ ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ଆକ୍ରମଣ ହୋଇଥିବା ଥାନାରେ...

Coronavirus Update


Archives

Model This Week

Why Dharitri