ବିଲରେ ହଳ କରୁଥିଲେ, ପାଓ୍ବାରଟିଲରରେ ପଶିଗଲା ଗୋଡ଼; ଚାଷୀ ଗୁରୁତର

ପାଟଣା,୩୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତର ରଥପଡ଼ା ଗ୍ରାମରେ ରବିବାର ସକାଳେ ପାଓ୍ବାର ଟିଲର ଯୋଗେ ବାଡ଼ି ପଛରେ ହଳ କରୁଥିବା ବେଳେ ପାୱ୍ବାରଟିଲରର ଲଙ୍ଗଳରେ ବାମ ଗୋଡ଼ ପଶି ଜଣେ ଚାଷୀ ଗୁରୁତର ହୋଇଛନ୍ତି। ସେ ହେଉଛନ୍ତି ଜେଠୁ ମହାନ୍ତ(୪୬)। ତାଙ୍କୁ ପ୍ରଥମେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ ହେଁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଚିକିତ୍ସା କରୁଥିବା ଡାକ୍ତର ଡ. ଲକ୍ଷ୍ମଣ କୁମାର ମହାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୫ରେ ପାକିସ୍ତାନରେ ହେବ ବଡ଼ ପ୍ରତିବାଦ ରାଲି, କାହିଁକି ଜାଣନ୍ତୁ…

ଲାହୋର,୧୬।୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ଅଗଷ୍ଟ ୫ତାରିଖରେ ସାରା ଦେଶରେ ପ୍ରତିବାଦ କରିବାକୁ ଡାକରା ଦେଇଛି। ସେହି ଦିନ ସେମାନଙ୍କ…

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ମୁମ୍ବାଇରେ ମହେଶ୍ୱରଙ୍କ ମୃତ୍ୟୁ: ଶୋକସନ୍ତପ୍ତ ପରିବାରକୁ ଭେଟି ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ, ୧୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ମହେଶ୍ୱର ନାହାକଙ୍କ ମୁମ୍ବାଇରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri