ଲୁଚିଛପି ନିଆଁ ଲଗାଉଥିଲେ, ଧରିଲା ବନ ବିଭାଗ

ବାଲିଗୁଡା,୧୧ା୩: ଫୁଲବାଣୀ ବନଖଣ୍ଡ ଅଧୀନ ଟିକାବାଲି ପରେଷ୍ଟ ରେଞ୍ଜ ଲାଇନପଡ଼ା ରିଜର୍ଭ ଜଙ୍ଗଲରେ ନିଆଁ ଲଗାଉଥିବା ଜଣେ ବ୍ୟକ୍ତିଙ୍କୁ ଟିକାବାଲି ବନବିଭାଗ କର୍ମଚାରୀ କାବୁ କରିଛନ୍ତି। ବନ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିବା ବେଳେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ଲାମ୍ବାରଖୋଲ ଗ୍ରାମର ଈଶ୍ୱର କହଁର ବୋଲି ବନପାଳ ସଦାନନ୍ଦ ବେହେରା କହିିଛନ୍ତି। ଈଶ୍ବରଙ୍କ ନାମରେ ନଂ.୨୦୧/୨୧ରେ ମାମଲା ରୁଜୁ କରାଯାଇଛି । ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷାକରିବା ପାଇଁ କଡା ନଜର ରଖିବା ସହ ସଚେତନତା ଉପରେ ଗୁରୁତ୍ୱ ଦିଆଯାଉଥିବା ଟିକାବାଲି ରେଞ୍ଜର ବୈରାଗୀ ଚରଣ ବେହେରା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଟର ରିଡର କର୍ମଚାରୀଙ୍କୁ ଅବହେଳା : ୧୫ ବର୍ଷ ପରେ ବି ମିଳୁନି ସର୍ବନିମ୍ନ ମଜୁରି

ବ୍ରହ୍ମପୁର ଅଫିସ, ୨୮ା୯-ସରକାରଙ୍କ ଦ୍ୱାରା ଘୋଷିତ ସର୍ବନିମ୍ନ ମଜୁରି ପ୍ରଦାନ କରିବାକୁ ସାଉଥ୍‌କୋ ମିଟର ରିଡର ଶ୍ରମିକ ସଂଘ ବ୍ରହ୍ମପୁର ଶାଖା ପକ୍ଷରୁ ଦାବି କରାଯାଇଛି...

ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୭।୧୦: ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ କରୋନା (କୋଭିଡ୍‌-୧୯)ରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌କରି ଏମ୍‌ପି ଆଚାର୍ଯ୍ୟଙ୍କ ଆଶୁ...

ବ୍ରହ୍ମପୁରରେ ଖୋଲିବ ‘ନେକ୍‌’ ଓଡ଼ିଶା ଜୋନ୍‌ ଚାପ୍ଟର

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଓଡ଼ିଶାରେ ଖୋଲିବ ନ୍ୟାଶନାଲ ଏଗ୍‌ କୋର୍ଡିନେଶନ କମିଟି(ଏନ୍‌ଇସିସି ବା ନେକ୍‌)ର ଓଡ଼ିଶା ଜୋନ୍‌ ଚାପ୍ଟର। ବ୍ରହ୍ମପୁରରେ ଏହି ଚାପ୍ଟର ଖୋଲିବ। ଏହା ପୂର୍ବରୁ ଓଡ଼ିଶାର...

ଦୁଇ ପୁଅଙ୍କୁ ହତ୍ୟାକରି ମା’ଙ୍କ ଆତ୍ମହତ୍ୟା

ଭବାନୀପାଟଣା,୯।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସ୍ବାମୀଙ୍କ ଅନୁପସ୍ଥିତରେ ନିଜର ୨ ପୁଅଙ୍କୁ...

ଗିରଫ ହେଲେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ: ମିଳିଲା ୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି,  ୩ କୋଟି ୮୦ଲକ୍ଷର ହିସାବ ଦେଇ ପାରିଲେନି

ବ୍ରହ୍ମପୁର ଅଫିସ/ଗଞ୍ଜାମ,୫ା୩(ଡି.ଏନ.ଏ.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀ ବୁଧବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ବିଭାଗ...

ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଭତ୍ତା ଟଙ୍କା ମିଳିନି

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ)- କରୋନାକୁ ମହାମାରି ଘୋଷଣା ହେବା ପରେ ସରକାର ବାର୍ଦ୍ଧକ୍ୟ, ବିଧବା, ମଧୁବାବୁ ପେନସନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ୪ ମାସର...

ରାସ୍ତାପାର୍ଶ୍ୱ ବୃକ୍ଷରୋପଣରେ ଲକ୍ଷଲକ୍ଷ ଖର୍ଚ୍ଚ: ରକ୍ଷଣାବେକ୍ଷଣ ଅଭାବରୁ ମରିଯାଉଛି ଗଛ

ଲେଫ୍ରିପଡ଼ା,୯।୧୧(ଡି.ଏନ.ଏ)-ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏ) ରେ ଚାଲିଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମ ସୁନ୍ଦରଗଡ ଜିଲା ଉଜ୍ୱଲପୁର ରେଞ୍ଜରେ ପ୍ରହସନର ରୂପ ନେଇଛି।...

ଭାରତରେ ନୂଆ ପ୍ରଜାତିର ଏଣ୍ଡୁଅ ଆବିଷ୍କୃତ: ଗବେଷଣା ଟିମ୍‌ରେ ୨ ଓଡ଼ିଆ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଭାରତରେ ଏକ ନୂଆ ପ୍ରଜାତିର ଏଣ୍ଡୁଅ ଆବିଷ୍କୃତ ହୋଇଛି। ଏହି ନୂଆ ପ୍ରଜାତି ଏଣ୍ଡୁଅର ନାମକରଣ ଓଡ଼ିଶାର ବିଖ୍ୟାତ ହରପେଟୋଲୋଜିଷ୍ଟ ପ୍ରଫେସର ସୁଶୀଲ ଦତ୍ତଙ୍କ...

Advertisement


Archives

Model This Week