ଗାଁ ଭିତରକୁ ପଣି ଆସିଥିବା ହରିଣକୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡିଲା ବନବିଭାଗ

ପାଟଣା,୬।୪(ସ୍ବ.ପ୍ର.): ଜଙ୍ଗଲ ନିଆଁ ଲାଗିବା ସହ ତାପମାତ୍ରା ବୃଦ୍ଧି ଯୋଗୁ ଏବେ ଗାଁ ମୁଁହା ହେଉଛନ୍ତି ବନ୍ୟପ୍ରାଣୀ। କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଆହାରପଡା ଜଙ୍ଗଲରୁ ଆହାରପଡା ଗାଁ ଭିତରକୁ ଗୁରୁବାର ଏକ ହରିଣ ଚାଲି ଆସିଥିଲା। ଗାଁକୁ ପଶି ଆସିଥିବା ହରିଣକୁ କୁକୁର ମାନେ ଗୋଡ଼ାଇ ଆକ୍ରମଣ କରିଥିଲେ। କୁକୁରଙ୍କ ଆକ୍ରମଣରେ ହରିଣଟିର ବେକରେ କ୍ଷତ ହୋଇଥିବା ଦେଖାଯାଇଛି। ଖବରପାଇ ଘଟଣାସ୍ଥଳରେ ସାହାରପଡା ବନପାଳ ଭୁପତି ସେଠୀ ପହଞ୍ଚି ହରିଣକୁ ଉଦ୍ଧାର କରି ବଡ଼ବିଲ ପଶୁ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ପରେ ବଣ ମହୁଲଡିହା ସ୍ଥିତ ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡି଼ ଦିଆ ଯାଇଥିବା ସାହାରପଡା ବନପାଳ ଭୂପତି ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri