୧୫ ଫୁଟର ଅଜଗର ଉଦ୍ଧାର କରି ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୧୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନଂ ଜାତୀୟ ରାଜପଥର ସାହାରପଡ଼ା ସେକ୍ସନର ହଳଦୀବଟା ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେପ ରବିବାର ରାତିରେ ୧୫ ଫୁଟ ଲମ୍ବର ଏକ ଅଜଗର ରାସ୍ତା ପାର ହେଉଥିବା ଦେଖି ସ୍ଥାନୀୟ ଲୋକେ ପାଟଣା ରେଞ୍ଜ କାର୍ଯ୍ୟାଳୟକୁ ଖବର ଦେଇଥିଲେ। ଖବର ପାଇ ସାହାରପଡ଼ା ବନପାଳ ମୋହିନୀ ମହାନ୍ତ ପାରା ଷ୍ଟାଫ୍‌ଙ୍କ ସହ ପହଞ୍ଚି ଅଜଗରକୁ ଉଦ୍ଧାର କରି ଚଢ଼େଇଭୋଳ ସଂରକ୍ଷିତ ଜଙ୍ଗଲରେ ଛାଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଗାଁକୁ ବ୍ୟାପିଲାଣି କ୍ୟାମ୍ପସ ରାଜନୀତି; ମହାବିଦ୍ୟାଳୟ ଛାଡି ଗାଁରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ

ବଞ୍ଚୋ,୧୧।୧୦(ପ୍ରଦୋଷ ବିଶ୍ୱାଳ ): କ୍ୟାମ୍ପସରୁ ଗାଁ ମୁହାଁ ହେଲାଣି ଛାତ୍ର ସଂସଦ ନିର୍ବାଚନର ତାତି । ମହାବିଦ୍ୟାଳୟ ପରିସରରେ ସୀମିତ ରହିନାହିଁ ଛାତ୍ର ରାଜନୀତି । ଏବେ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?