‘ରାକେଶ’କୁ ପ୍ରଶିକ୍ଷଣ ଦେବ ବନ ବିଭାଗ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲା କପିଳାସ ଚିଡ଼ିଆଖାନାର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର କ୍ରଲ୍‌ରେ ଥିବା ଦନ୍ତାହାତୀ ‘ରାକେଶ’କୁ ପ୍ରଶିକ୍ଷଣ ଦିଆଯିବ। ଏ ନେଇ ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଘା’ରେ ସଂକ୍ରମିତ ହୋଇଥିବା ‘ରାକେଶ’ ଧୀରେ ଧୀରେ ସୁସ୍ଥ ହୋଇ ଆସୁଛି। ‘ରାକେଶ’ ତାଲିମପ୍ରାପ୍ତ ହେବା ପରେ ଉତ୍ପାତ ଚଳାଇଥିବା ହାତୀଙ୍କୁ ରେସ୍‌କ୍ୟୁ କରି ଚିଡ଼ିଆଖାନାକୁ ଆଣିବା ସହଜ ହେବ। ତେଣୁ ଏପରି ଯୋଜନା କରାଯାଇଥିବା କପିଳାସ ରେଞ୍ଜର ଦର୍ଶନିଆ ଭୋଇ ସୂଚନା ଦେଇଛନ୍ତି। ଏଥିଲାଗି ଆସାମ କିମ୍ବା କେରଳରୁ ପ୍ରଶିକ୍ଷିତ ମାହୁନ୍ତଙ୍କୁ ଅଣାଯିବାକୁ ନିଷ୍ପତ୍ତି ହୋଇଥିବା ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri