ରାସୋଳ ଜଙ୍ଗଲ ଜଳୁଛି

ନୟାଗଡ଼ ଅଫିସ,୧୭।୨: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ୍‌ର ଖେଡ଼ପଡା ଫରେଷ୍ଟ ଅନ୍ତର୍ଗତ ରାସୋଳ ଜଙ୍ଗଲ ଜଳୁଛି। ଗୁରୁବାର ପୂର୍ବାହ୍ନରୁ ଜଙ୍ଗଲରେ ନିଆଁ ଲାଗିଥିବାବେଳେ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିନାହାନ୍ତି। ଅନ୍ୟପକ୍ଷେ ବୁଧବାର ରାଜଗିରି ପାହାଡରେ ନିଆଁ ଲାଗିଥିଲା। ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଏ ସମ୍ପର୍କରେ ନୟାଗଡ଼ ଫରେଷ୍ଟର ସୁମିତ୍ରା ମିଶ୍ର କୁହନ୍ତି, ଖବର ପାଇଲୁ। ନିଆଁ ଲିଭାଇବା ପାଇଁ ଯିବୁ। ତେବେ କିଛି ଲୋକ ରାସ୍ତାରେ ଗଲାବେଳେ ବିଡି, ସିଗାରେଟ ଖାଇ ଜଙ୍ଗଲ ଭିତରକୁ ଅବଶିଷ୍ଟ ଅଂଶ ଫୋପାଡି ଦେଇଥିବା ଜଣାପଡୁଛି। କିଏ ଏପରି କରୁଛି ଜଣାପଡୁନି। ତେବେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ଜାରି ରହିଛି। ଅନ୍ୟପକ୍ଷେ ଜଙ୍ଗଲ ଭିତରେ ଫାୟାର ଲାଇନ କଟା ଯାଇଛି। ଜଙ୍ଗଲ ଭିତରକୁ ନିଆଁ ନ ଯିବାକୁ ପଦକ୍ଷେପ ନିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ପରେ ନବରାତ୍ରିରେ ଗଜକେସରୀ ଯୋଗ: ସିଂହ, ମକର ସମେତ ଏହି ୭ ରାଶିଙ୍କର ଚାଲିବ ଗୋଲଡେନ୍‌ ଟାଇମ, ପ୍ରବଳ ଧନ ଯୋଗ ସହ…

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ଶାରଦୀୟ ନବରାତ୍ରିକୁ ମା’ ଦୁର୍ଗାଙ୍କ ଆରାଧନାର ଅନ୍ୟତମ ପ୍ରମୁଖ ପର୍ବ ଭାବେ ଗ୍ରହଣ କରାଯାଏ। ଏହି ୯ ଦିନ ଧରି ଭକ୍ତମାନେ ମା’…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?