ଜଙ୍ଗଲ ଜଳୁଛି, ବନ୍ୟଜନ୍ତୁ ଗାଁ ମୁହାଁ

ବଇଣ୍ଡା,୨୪।୨(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜ ଅଧୀନରେ ଥିବା ବିପ୍ରଡିହ ଜଙ୍ଗଲ କିଛିଦିନ ହେବ ଜଳୁଛି। ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ ଥିବା ଉକ୍ତ ଜଙ୍ଗଲ ଏବେ ଅସୁରକ୍ଷିତ ହୋଇପଡିଛି। ଏହି ଜଙ୍ଗଲରେ ନିଆଁ କିପରି ଲାଗିଲା ତାହା ଜଣାପଡି ନ ଥିବା ବେଳେ ଏହାକୁ ଲିଭାଇବାରେ ବନବିଭାଗ ସମ୍ପୂର୍ଣ୍ଣ ବିଫଳ ହୋଇଛି। ନିଆଁ ଯୋଗୁ ବନ୍ୟଜନ୍ତୁ ଗାଁ ମୁହାଁ ହେଉଥିବା ଦେଖିବାକୁ ମିଳୁଛି।
ଅଞ୍ଚଳବାସୀ କହିଛନ୍ତି, ୧୯୯୫ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଉକ୍ତ ଜଙ୍ଗଲରେ ଶାଳ, ପିଆଶାଳ, ଶାଗୁଆନ, ପଟାସ ଭଳି ଅନେକ ମୁଖ୍ୟବାନ ଗଛ ଲଗାଯାଇଥିଲା। ସେଗୁଡିକ ଏବେ ବଡ଼ ବଡ଼ ହୋଇଯାଇଥିବା ଯୋଗୁ ଜଙ୍ଗଲ ଘଞ୍ଚ ହୋଇଯାଇଛି। ତେବେ ଗଛ କାଟି ବାହାରକୁ ଚାଲାଣ କରିବାରେ ବାଧକ ସୃଷ୍ଟି ହେଉଥିବାରୁ କେତେଜଣ କାଠ ମାଫଆ ଗାଈ ଚରାଳିଙ୍କ ସହାୟତାରେ ଜଙ୍ଗଲରେ ନିଆଁ ଲଗାଇ ଦେଉଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଜଙ୍ଗଲରେ ନିଆଁ ଲଗାଇବା ଯୋଗୁ ଅନେକ ଔଷଧୀୟ ବୃକ୍ଷ, କୀଟ ପତଙ୍ଗ, ସରୀସୃପ ପୋଡି ପାଉଁଶ ହେଇଯାଉଛନ୍ତି। ଏ ନେଇ ଧଣ୍ଡାତୋପା ବନବିଭାଗକୁ ସୂଚନା ଦେଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତୁରନ୍ତ ଏଥିପ୍ରତି ବନବିଭାଗର ଉଚ୍ଚ ଅଧିକାରୀ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଏ ନେଇ ଧଣ୍ଡାତୋପା ରେଞ୍ଜର ବି. ସାହୁ ନିଆଁ ଲାଗିନାହିଁ କହି ପ୍ରସଙ୍ଗକୁ ଏଡାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri