ସାପ ବିଷର ବିଦେଶୀ ଲିଙ୍କ୍‌ ଖୋଜୁଛି ବନ ବିଭାଗ

ଭୁବନେଶ୍ବର, ୩୦।୩(ବ୍ୟୁରୋ): ରାଜଧାନୀରେ ସାପ ବିଷ ସ୍ମଗଲିଂ ଘଟଣାରେ କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛନ୍ତି ସିଟି ବନାଞ୍ଚଳ ଅଧିକାରୀ। ଓ୍ବାଇଲ୍ଡଲାଇପ କ୍ରାଇମ କଣ୍ଟ୍ରୋଲ ବ୍ୟରୋକୁ ମଧ୍ୟ ସେ ଚିଠି ଲେଖିଛନ୍ତି। ଅଭିଯୁକ୍ତଙ୍କ ସହ ବିଦେଶୀ ଲିଙ୍କ୍‌ ଖୋଜୁଛି ବନ ବିଭାଗ। ଘଟଣାର କିଙ୍ଗପିନ ସତ୍ୟନାରାୟଣ ଦାଶ ଫେରାର ଥିବା ସିଟି ଡିଏଫ୍‌ଓ ଅଶୋକ ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ୨୭ ତାରିଖରେ ରାଜଧାନୀରେ ସାପ ବିଷ ସ୍ମଗଲିଂ ରାକେଟ ଠାବ ହୋଇଥିଲା। ଦିନ ଦ୍ବିପହରରେ ଚାଲିଥିଲା ଏକ ବଡ଼ ଡିଲ। ଜଣେ କି ଦୁଇ ଜଣ ନୁହେଁ ଏକାସାଙ୍ଗରେ ତିନି ଜଣ ସ୍ମଗଲରଙ୍କୁ ଧରିବାରେ ସକ୍ଷମ ହୋଇଥିଲା ବନ ବିଭାଗ॥ ଖଣ୍ଡଗିରି ପାତ୍ରପଡ଼ାରେ ଚାଲିଥିଲା ଏହି ଡିଲ୍‌। ଖବର ପାଇ ୩ ଜଣଙ୍କୁ ଧରିଥିଲା ବନ ବିଭାଗ। ଏମାନଙ୍କ ଘର ବଲାଙ୍ଗୀରରେ ବୋଲି ଜଣାପଡ଼ିଥିଲା। ଏହି ସ୍ମଗଲରଙ୍କଠାରୁ ସାପ ବିଷ ଜବତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri