ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ ଅନୁଗୋଳ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ ଅନୁଗୋଳ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ଛତ୍ରପୁର,୨ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ଓ ବନ୍ୟାର ମୁକାବିଲା ପାଇଁ ଜିଲାର ସମସ୍ତ ଅଞ୍ଚଳରେ ଆଗୁଆ ପ୍ରସ୍ତୁତି ରଖିବାକୁ ଜିଲାପାଳ ଭି. କୀର୍ତ୍ତି ଭାସନ ନିର୍ଦ୍ଦେଶ ଦେଇଛନ୍ତି।…
ନୂଆଦିଲ୍ଲୀ,୨।୧୧: ଦିଲ୍ଲୀର ରାମଲୀଳା ମୈଦାନରେ ‘ଇଣ୍ଡିଆ’ (INDIA) ମେଣ୍ଟ ପକ୍ଷରୁ ଏକ ରାଲି ଆୟୋଜନ କରାଯାଇଥିଲା, ଯେଉଁଥିରେ ଲକ୍ଷ ଲକ୍ଷ ଲୋକ ଯୋଗ ଦେଇଥିବା ଦାବି କରାଯାଇଛି।…
ନୂଆଦିଲ୍ଲୀ,୨।୧୧: ଗୌତମ ଗମ୍ଭୀର ୨୦୨୪ରେ ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ ହୋଇଛନ୍ତି। ବର୍ତ୍ତମାନ ସେ ଟିମ ଇଣ୍ଡିଆ ସହିତ ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ଅଛନ୍ତି, ଯାହା…
ପାରଳାଖେମୁଣ୍ଡି,୨ା୧୧(ଗିରିଧାରୀ ପରିଚ୍ଛା): ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶେଷରେ ଆତ୍ମସମର୍ପଣ କରିଛନ୍ତି ସ୍ତ୍ରୀ ତଥା ମାମଲାର ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା। ପାରଳାଖେମୁଣ୍ଡି ଏସ୍ଡିଜେଏମ୍ କୋର୍ଟରେ ବିଦ୍ୟାଭାରତୀ…
ଥୁଆମୂଳ ରାମପୁର,୨ା୧୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହ ପରିସରରେ ୭୭ତମ କଳାହାଣ୍ଡି ଜିଲା ଗଠନ ଦିବସ ସମାରୋହ-୨୦୨୬ ଆନୁଷ୍ଠାନିକ ଭାବେ…
ନୂଆଦିଲ୍ଲୀ,୨।୧୧: T20 ସିରିଜରେ ପରାଜୟ ବରଣ କରିବା ପରେ, ନ୍ୟୁଜିଲ୍ୟାଣ୍ଡ ବର୍ତ୍ତମାନ ଭାରତ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ODI ସିରିଜ ଜିତିବା ଉପରେ ଧ୍ୟାନ କେନ୍ଦ୍ରିତ…
ନୂଆଦିଲ୍ଲୀ,୨।୧୧: କ୍ରିକେଟ ଅଷ୍ଟ୍ରେଲିଆ ଇଂଲଣ୍ଡ ବିପକ୍ଷରେ ହେବାକୁ ଥିବା ଆଗାମୀ ଦିନିକିଆ (ODI) ଏବଂ ଟି-୨୦ ସିରିଜ ପାଇଁ ନିଜ ଦଳ ଘୋଷଣା କରିଛି। ଦିନିକିଆ ଦଳରୁ…
ଲାଞ୍ଜିଗଡ଼,୨ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଲାଞ୍ଜିଗଡ଼ ବ୍ଲକ କାନକୁଟ୍ରୁ ପଞ୍ଚାୟତ ଅନ୍ତର୍ଗତ ଉପର କଲାସୁର ଗ୍ରାମରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ…