ଶଙ୍ଖ ଧରିଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀର ଗୁମ୍ମା ବ୍ଲକର ପୂର୍ବତନ ଅଧ୍ୟକ୍ଷା ମରିୟମ ରଇତ ଭାଜପା ଛାଡି ରବିବାର ବିଜେଡିରେ ଯୋଗ ଦେଇଛନ୍ତି । ମରିୟମଙ୍କ ସହିତ ତାଙ୍କ ସମର୍ଥକ ଦେବଚନ୍ଦ୍ର ପ୍ରଧାନ ଏବଂ ଅନ୍ୟମାନେ ଶଙ୍ଖ ଧରିଛନ୍ତି । ଜିଲା ବିଜେଡି ପର୍ଯ୍ୟବେକ୍ଷକ ତଥା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ସେମାନେ ଦଳରେ ସୋମିଲ ହୋଛନ୍ତି । ସୋମବାର ତାଙ୍କର ଶତାଧିକ ସମର୍ଥକ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଜିଲାରେ ବିଜେଡିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦାନ କରିଥିବା ମରିୟମ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ପ୍ରାର୍ଥୀଙ୍କ ଘର ପଛ ପଟେ ଫୁଟିଲା ବୋମା

ପୁରୀ ଅଫିସ,୨୮।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭରୁ ହିଁ ପୁରୀ ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଲାଣି। ଗୋପ ଓ ପୁରୀ ଚନ୍ଦନପୁର...

ରିକ୍ସା ଚାଲକଙ୍କ ନାଁରେ ସମ୍ପତ୍ତି ଲେଖି ଦେଇଥିଲେ ମିନତୀ, ଆଜି ମିଶିଲେ ବିଜେଡ଼ିରେ

ଭୁବନେଶ୍ୱର,୨୧।୬(ବ୍ୟୁରୋ): କଟକ ସୂତାହାଟର ମିନତୀ ପଟ୍ଟନାୟକ ମଙ୍ଗଳବାର ବିଜେଡ଼ିରେ ସାମିଲ ହୋଇଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ...

୧୯ବର୍ଷ ହେଲା ତଣ୍ଡ ଗଣୁଛନ୍ତି ହିତାଧିକାରୀ

କଟକ ଅଫିସ,୨୭ା୭: ମର୍କତନଗର ସେକ୍ଟର-୧୩ରେ ଜମି କିଣିଥିବା ହିତାଧିକାରୀ ଏବେ ବି ତଣ୍ଡ ଗଣୁଛନ୍ତି। ଜମି କିଣିବାକୁ ଇତିମଧ୍ୟରେ ୧୯ବର୍ଷ ପୂରଣ ହେଲାଣି। ବର୍ଗଫୁଟ ୫୦ପଇସା...

‘୨୩ କୋଟି ଖର୍ଚ୍ଚ ପରେ ବି ନଗଡ଼ାରେ ବିକାଶ ନାହିଁ ’: ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଯାଜପୁର ଜିଲାର ନଗଡ଼ାରେ ପୁଷ୍ଟିହୀନତା ଖବର ପ୍ରକାଶ ପାଇବାର ୩ ବର୍ଷରୁ ଅଧିକ ହୋଇଗଲାଣି । ଏ ନେଇ ସରକାରଙ୍କ ପାଣ୍ଠିରୁ କୋଟି...

ପ୍ରଫେସର ଗୌରକିଶୋର ଦାସଙ୍କ ପରଲୋକ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍‌ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୌରକିଶୋର ଦାସଙ୍କର ବୁଧବାର ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ...

ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି ଅମ୍ଫନ: ୨୦ରେ ଲ୍ୟାଣ୍ଡଫଲ

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ପାରାଦୀପଠାରୁ ୭୭୦ କିମିଦୂରରେ ରହିଛି ବାତ୍ୟା ଅମ୍ଫନ। ଏହା ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି। ୨୦ ତାରିଖ ଅପରାହ୍ନରେ ଏହା ଦୀଘା-ହାତିଆ ମଝିରେ ସୁନ୍ଦରବନରେ...

୬ ଘଣ୍ଟିଆ ରେଳରୋକୋ, ବିଭିନ୍ନ ଷ୍ଟେଶନରେ ଅଟକିଲା ଟ୍ରେନ

ରୂପସା, ୧୦।୫(ଡି.ଏନ.ଏ.) ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନରେ ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ରହଣି ଦାବି ସୋମବାର ଆନ୍ଦୋଳନ ରୂପ...

କ୍ୟୁଆର-ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୯।୯:ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ରୁ ଗୁରୁବାର ପୂର୍ବାହ୍ନରେ କ୍ୟୁଆର୍‌-ଏସ୍‌ଏଏମ୍‌(କ୍ୱିକ୍‌ ରିଆକ୍ସନ୍‌-ସର୍ଫେସ୍‌ ଟୁ ଏୟାର ମିଶାଇଲ୍‌) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଭାରତୀୟ ସେନା...

Advertisement
Archives

Model This Week