ପୂର୍ବତନ ସିଡିଭିଓଙ୍କୁ ୨ ବର୍ଷ ଜେଲ ସହ ୫ ହଜାର ଜରିମାନା

ବ୍ରହ୍ମପୁର ଅଫିସ,୧୨।୫ : ଗଜପତି ଜିଲା ପାରଳାଖେମୁଣ୍ଡି ପୂର୍ବତନ ସିଡିଭିଓ ଡକ୍ଟର ଜଳଧର ମଲ୍ଲିକଙ୍କୁ ୨ବର୍ଷ କାରାଦଣ୍ଡ ସହିତ ୫ ହଜାର ଟଙ୍କା ଜରିମାନା। ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଏ ନେଇ ଗୁରୁବାର ରାୟ ଶୁଣାଇଛନ୍ତି। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଥିଲେ ପୂର୍ବତନ ସିଡିଭିଓ। ୨୦୧୧ ଜୁନ ୩୦ ତାରିଖରେ ଜଣେ ପ୍ରାଣୀଧନ ନୀରିକ୍ଷକଙ୍କ ବଦଳି ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ସେ ଧରା ପଡ଼ିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଚିହ୍ନଟ ହେଲେ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୧୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ଉମରକୋଟ ହୀରାପୁର ଅଞ୍ଚଳରେ ହେଟାବାଘ ଆତଙ୍କ

ଉମରକୋଟ, ୨୮।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ହୀରାପୁର ପଞ୍ଚାୟତ ନୂଆଗୁଡ଼ା ଗ୍ରାମରେ ହେଟାବାଘ ଆତଙ୍କ ଦେଖାଯାଇଛି। ଗାଁର ଶୁକୁ କଲାରଙ୍କ ଗୋଟିଏ ବଳଦକୁ ହେଟାବାଘ...

ପାଡୁଆରେ ଦୁର୍ଘଟଣା: ୪ ନାବାଳକଙ୍କ ଜୀବନଗଲା

କୋରାପୁଟ,୩।୭(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆରେ ଗୁରବାର ବିଳମ୍ବିତ ରାତିରେ ଏକ ମୋଟରସାଇକେଲ ଦୁର୍ଘଟଣାରେ ୪ ନାବାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ସେମାନେ ହେଲେ କୃଷ୍ଣ ହନ୍ତାଳ(୧୪),...

ରାଜ୍ୟରେ ସୁସ୍ଥ ହେଲେ ୧୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧି ପାଉଛି। ରାଜ୍ୟରେ ୧୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ...

ମୋହନା ଗସ୍ତରେ ମିଳିତ ଜାତି ସଂଘର ପ୍ରତିନିଧି ଦଳ

ଆର.ଉଦୟଗିରି,୪ା୧୧(ଡି.ଏନ.ଏ.): ମୋହନା ବ୍ଲକ ଜିରାଙ୍ଗ ବୌଦ୍ଧ ମନ୍ଦିରଠାରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୟୁରୋପ ଓ ନେଦରଲାଣ୍ଡ ଭଳି ଦେଶରୁ ଆସିଥିବା...

ରାସ୍ତା ନାହିଁ: ଖଟିଆରେ ଚାଲିଗଲା ଜୀବନ

ସମ୍ବଲପୁର/ନାକଟିଦେଉଳ,୨୦ା୭(ବ୍ୟୁରୋ/ଡ଼ି.ଏନ.ଏ.): ଗଁ।ର ବିକାଶରେ ପ୍ରତିବନ୍ଧକ ସାଜିଛି ନାଳ। ନାଳ ଉପରେ ପୋଲ ନ ଥିବାରୁ ଗଁ।କୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଗଁ। ଲୋକେ ରୋଗୀକୁ ଖଟିଆରେ...

ଯୁବକଙ୍କୁ ହତ୍ୟା ଅଭିଯୋଗ; ବଡ଼ବାପାଙ୍କ ସମେତ ୩ ଗିରଫ

ଆସିକା,୨୬ା୮(ଡି.ଏନ୍‌.ଏ.)-ଆସିକା ଥାନା ବଜ୍ରକୋଟ ଗ୍ରାମର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ଟୁକୁନା ନାହାକ (୩୦)। ଏନେଇ ମୃତ ଟୁକୁନାଙ୍କ ବାପା...

ସାକାର ହେଉନି ଚାଷୀଙ୍କ ସ୍ବପ୍ନ

ବଇଣ୍ଡା,୩ା୪(ପରିକ୍ଷିତ ସାହୁ) ଜଳସେଚନ ପ୍ରକଳ୍ପ ନିର୍ମାଣ ହେଲେ ହସି ଉଠିବ ଜମି। ବର୍ଷ ସାରା ଫଳିବ ସୁନାର ଫସଲ। ଦୂର ହେବ ଚାଷୀଙ୍କ ଦୁରବସ୍ଥା। ଦୀର୍ଘବର୍ଷ...

Advertisement
Archives

Model This Week