Posted inଖେଳ

ଭାରତର ଏହି ପୂର୍ବତନ କ୍ରିକେଟର କହିଲେ ଅଷ୍ଟ୍ରେଲିଆର ଜିତିବା ଅଭ୍ୟାସ ଅଛି, ସେ ଫାଇନାଲକୁ ଯିବ

କୋଲକାତା,୧୬ା୧୧: ଦିନିକିଆ ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଭାରତୀୟ ଦଳ ଫାଇନାଲରେ ପ୍ରବେଶ କରିଛନ୍ତି। ବର୍ତ୍ତମାନ ଫାଇନାଲରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ସେମାନେ ବିଜେତା ଦଳକୁ ଭେଟିବେ। ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ଦଳ ଆଜି ଅର୍ଥାତ୍‌ ନଭେମ୍ବର ୧୬ରେ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ସେମିଫାଇନାଲ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଛନ୍ତି। ପୂର୍ବତନ ଭାରତୀୟ କ୍ରିକେଟର ସନ୍ଦୀପ ପାଟିଲ  କହିଛନ୍ତି ଯେ, ଅଷ୍ଟ୍ରେଲିଆ ଦଳ ଫାଇନାଲରେ ପ୍ରବେଶ କରିବ।

ସେ କହିଛନ୍ତି, କେଉଁ ଦଳ ଜିତିବ ତାହା ବର୍ତ୍ତମାନ କହିବା କଷ୍ଟକର। ଉଭୟ ଦଳ ଆଶ୍ଚର୍ଯ୍ୟଜନକ ପ୍ରଦର୍ଶନ କରୁଛନ୍ତି। କିନ୍ତୁ ଅଷ୍ଟ୍ରେଲିଆ ଯେଉଁଭଳି ଭାବେ ବିଶ୍ୱକପ୍‌ରେ ନିଜର ଯାତ୍ରା ଶେଷ କରିଛି, ସେ ଦକ୍ଷିଣ ଆଫ୍ରିକାକୁ ହରାଇବ। ପୂର୍ବରୁ ୫ଥର ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଏହି ଦଳ ନିଶ୍ଚିତ ଜିତିବ। କାରଣ ଅଷ୍ଟ୍ରେଲିଆ ଜିତିବାରେ ଅଭ୍ୟସ୍ତ। ସେ ଫାଇନାଲକୁ ହିଁ ଯିବ। ତେବେ ଦେଖାଯାଉ ଏହି କ୍ରିକେଟରଙ୍କ ଭବିଷ୍ୟବାଣୀ କେତେଦୂର ସତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୫ରୁ ୪ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri