ସମିତି ସଭ୍ୟ ନିର୍ବାଚନରେ ହାରିଗଲେ ପୂର୍ବତନ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗିରିଧର ପ୍ରସାଦ ପଞ୍ଚାୟତ ସମିତି ସଭ୍ୟ ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ କାମିନି ନାଏକଙ୍କ ଠାରୁ ୭୨୪ ଖଣ୍ଡ ଭୋଟରେ ହାରିଯାଇଛନ୍ତି। କାମିନି ୨୩୪୭ ଖଣ୍ଡ ଭୋଟ ପାଇଥିବା ବେଳେ ଅଞ୍ଜଳି ୧୬୨୩ ଖଣ୍ଡ ଭୋଟ ପାଇଥିଲେ। ଅଞ୍ଜଳି ଏବେ ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ଅଛନ୍ତି।
ସୂଚନାଯୋଗ୍ୟ, ଅଞ୍ଜଳି ପୂର୍ବରୁ ବିଜେଡି ଟିକେଟରୁ ହିନ୍ଦୋଳ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।୨୦୦୦, ୨୦୦୪ ଓ ୨୦୦୯ ନିର୍ବାଚନରେ ସେ ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ପରେ ଦୁଇ ଦୁଇ ଥର ମନ୍ତ୍ରୀ ପଦରେ ମଧ୍ୟ ବସିଥିଲେ। ବିଜେଡିରେ ବିଧାୟକ ହେବା ପରେ ୨୦୦୯ରୁ ୨୦୧୧ ଯାଏ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ୨୦୧୧ରୁ ୨୦୧୨ ଯାଏ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ଥିଲେ। ପରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ସେ ଦଳରୁ ନିଲମ୍ବିତ ହୋଇଥିଲେ ଓ ଟିକେଟ ମଧ୍ୟ ପାଇ ନ ଥିଲେ। ଏହାପରେ ଗତବର୍ଷ ସେ ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri