୧୦ ବର୍ଷ ପରେ ଭାଜପାକୁ ଫେରିଲେ ପୂର୍ବତନ ମନ୍ତ୍ରୀ

ଭୁବନେଶ୍ୱର,୨୨ା୪: ଦୀର୍ଘ ୧୦ ବର୍ଷ ପରେ ପୁଣି ଭାଜପାକୁ ଫେରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭାଜପା ସଭାପତି ବିମ୍ବାଧର କୁଅଁର। ରାଜ୍ୟ କାର୍ଯ୍ୟାଳୟରେ ସଭାପତିଙ୍କ ଉପସ୍ଥିତିରେ ସୋମବାର ବିମ୍ବାଧର ପଦ୍ମ ଧରିଛନ୍ତି।

ସୂଚନାଯୋଗ୍ୟ, ବିମ୍ବାଧର ବରଗଡ଼ ଜିଲାର ଭଟଲୀ ଆସନରୁ ୩ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୭୭ରେ ସେ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିବା ବେଳେ ୨୦୦୦ ଓ ୨୦୦୪ରେ ଭାଜପା ଟିକେଟ୍‌ରେ ଜିତିଥିଲେ। ସେ ଭାଜପାର ରାଜ୍ୟ ସଭାପତି ମଧ୍ୟ ରହିଥିଲେ। ବିମ୍ବାଧର ୨୦୧୪ରେ ଭାଜପା ଛାଡ଼ି ବିଜେଡିରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri