ପୂର୍ବତନ ସରପଞ୍ଚ, ଗ୍ରାମରକ୍ଷୀଙ୍କୁ ହତ୍ୟା କରି କୂୂଅରେ ଫିଙ୍ଗିଦେଲେ

ହାଟଡିହୀ,୧୪ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ମୟୂରନଚା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଉଭୟ ସ୍ତ୍ରୀ ଏବଂ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ରମ୍ଭାମଣି ପାତ୍ର (୪୦) ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ୨୦୧୭-୨୦୨୨ ପର୍ଯ୍ୟନ୍ତ ମହିଳା ସରପଞ୍ଚ ଭାବେ ଦାୟିତ୍ୱ ତୁଲାଇଥିଲେ। ନିରଞ୍ଜନ ପାତ୍ର (୪୫) ସୋସୋ ଥାନା ଅଧୀନରେ ଗ୍ରାମରକ୍ଷୀ ଭାବେ କାର୍ଯ୍ୟରତ ଥିଲେ। ହତ୍ୟା କରିବା ପରେ ଦମ୍ପତିଙ୍କ ମୃତଦେହକୁ ନିକଟସ୍ଥ ଏକ କୂଅ ଭିତରେ ଫିଙ୍ଗି ଦିଆଯାଇଛି। ନିରଞ୍ଜନଙ୍କ ପୁତୁରା ପ୍ରଭାତଙ୍କ ଅଭିଯୋଗ କ୍ରମେ ପୋଲିସ କେସ୍‌ ନଂ ୧୩୯/୨୩ରେ ଏକ ମାମଲା ରୁଜୁ କରିଛି। ଘଟଣା ସମ୍ପର୍କରେ ଖବର ପାଇ ବୁଧବାର ବିଳମ୍ବିତ ରାତିରେ ସୋସୋ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରି ଘଟଣା କାହିଁକି ଏବଂ କେଉଁ ପରିସ୍ଥିତିରେ ଘଟିଲା ତାହା ଜଣାପଡ଼ିନାହିଁ। ଅପରପକ୍ଷେ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଏପରି ହତ୍ୟାକାଣ୍ଡ ଘଟିଥିବା ଆଲୋଚନା ହେଉଛି। ଏସ୍‌ଆଇ ସୁଧୀର ରାଉତରାୟ କହିଛନ୍ତି, ବୁଧବାର ବିଳମ୍ବିତ ରାତିରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଏବଂ ଏକ ମାମଲା ମଧ୍ୟ ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଣୀଧନ ଚିକିତ୍ସା ପ୍ରତି ଅବହେଳା

ମାଧପୁର, ୨୫ା୨: ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ସରକାର ପ୍ରାଣୀଧନ ପାଳନକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିପାଇଁ ଚାଷୀମାନଙ୍କୁ ବ୍ୟାଙ୍କ ଜରିଆରେ ଋଣ ସହାୟତା ଯୋଗାଇ...

୭୫.୮୫ ଲକ୍ଷରେ ନିଲାମ ହେଲା ଦୀପ ଦୋକାନ

ଜଗତ୍‌ସିଂହପୁର ଅଫିସ, ୫ା୩: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିର ପରିସରରେ ଥିବା ଜୋତା ଷ୍ଟାଣ୍ଡ, ପାର୍କିଂ, ଭୋଗ, ଦୀପ ଓ ପୂଜା...

ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ଚାଲିଗଲେ ବଡ଼ଭାଇ

ପାରଳାଖେମୁଣ୍ଡି,୨୦ା୫: ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ବଡ଼ଭାଇଙ୍କ କରୋନାରେ ମୃତ୍ୟୁ ଘଟିଛି । ପାରଳାଖେମୁଣ୍ଡି ରାଜଦାଣ୍ଡ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୯ ଦିନ...

୧୪୭ କମନ କ୍ୟାଡର ଅଡିଟର ନିଯୁକ୍ତ

ଭୁବନେଶ୍ୱର,୯ା୯(ବ୍ୟୁରୋ): ଆମେ ମନେରଖିବା ଉଚିତ ଯେ ଆମ ଦରମାର ପ୍ରତ୍ୟେକ ମୁଦ୍ରା ଓ ଅନ୍ୟାନ୍ୟ ସୁବିଧା ରାଜ୍ୟର ଲୋକଙ୍କଠାରୁ ଆସୁଛି। ଅତ୍ୟନ୍ତ ସମୟାନୁବର୍ତ୍ତୀ, ଦାୟିତ୍ୱବାନ, କଠିନ...

ସତ୍ୟଙ୍କ କ୍ଷୁଦ୍ରତମ ହକି ଷ୍ଟିକ୍‌: ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନିତ

ବ୍ରହ୍ମପୁର ଅଫିସ,୧୯ା୧: ପୁରୁଷ ବିଶ୍ୱକପ୍‌ ହକି ଅବସରରେ ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା କ୍ଷୁଦ୍ରତମ ହକି ଷ୍ଟିକ୍‌ ନିର୍ମାଣ କରି ଇଣ୍ଡିଆ ବୁକ୍‌ ଅଫ୍‌...

୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚୋରା କେନ୍ଦୁପତ୍ର ଜବତ

ମାଧପୁର,୧୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ବନାଞ୍ଚଳ ଟୁସର ପଞ୍ଚାୟତର ଉରଡ଼ା ଗ୍ରାମ ନିକଟରୁ ବୁଧବାର ରାତିରେ ମାଧପୁର ବନବିଭାଗ ଏବଂ ବାମୁର ବନବିଭାଗର...

୪ ଦିନିଆ ପୋଲିସ ରିମାଣ୍ଡରେ ଅଭିଯୁକ୍ତ

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରୁ ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଇ ଗିରଫ ହୋଇଥିବା ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ...

ଦୁର୍ଘଟଣାଗ୍ରସ୍ତଙ୍କୁ କଟକ ନେବାକୁ ମିଳିଲାନି ୧୦୮ ଆମ୍ବୁଲାନ୍ସ: ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ଅନୁଗୋଳ ଅଫିସ, ୨୯।୮:  ଅନୁଗୋଳ ଥାନା କୁମଣ୍ଡ ଭଣ୍ଡୁବର ଠାରେ ବୁଧବାର ଏକ ଦୁର୍ଘଟଣାରେ ଗୁରୁତର ହୋଇଥିବା ୨ ଯୁବକଙ୍କୁ କଟକ ପଠାଯିବା ପାଇଁ ୧୦୮ ଆମ୍ବୁଲାନ୍ସ...

Advertisement
Archives

Model This Week