ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରି ପୋତିଦେଲେ

କୋରାପୁଟ/ନାରାୟଣପାଟଣା,୧୫ା୩(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ମାଓବାଦୀ ଅଧ୍ୟୁଷିତ ନାରାୟଣପାଟଣା ଥାନା ଅଧିନସ୍ଥ ତଳ ଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିଙ୍ଗୁରୁ ତାଡ଼ିଙ୍ଗିଙ୍କୁ ଗୁରୁବାର ବିଳମ୍ବିତ ରାତିରେ କେହି ହତ୍ୟା କରି ପୋତି ଦେଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ଏପରି କାଣ୍ଡ ଘଟିଥିବା କୁହାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ତେବେ କିଏ କାହିଁକି ହତ୍ୟା କରିଛନ୍ତି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜିରାଙ୍ଗ ବୌଦ୍ଧ ମନ୍ଦିର ପରିଦର୍ଶନ କଲେ ରାଜ୍ୟପାଳ, ବୁଦ୍ଧଙ୍କ ନିକଟରେ କଲେ….

ମୋହନା,୯।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଗସ୍ତରେ ମହାମହିମ ରାଜ୍ୟପାଳ । ରାଜ୍ୟପାଳ ମହେନ୍ଦ୍ରଗିରିରେ ଆୟୋଜିତ ମହେନ୍ଦ୍ରମେଳାରେ ଯୋଗ ଦେବା ପରେ ସେଠାରୁ ଜିରାଙ୍ଗ ସ୍ଥିତ…

ମେଷ ସମେତ ୩ ଏହି ରାଶି ଉପରେ ରହିବ ହନୁମାନଙ୍କ କୃପା, ମିଳିପାରେ ବଡ଼ ସଫଳତା

ଆଜିଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷର ନବମୀ ତିଥି । ନବମୀ ତିଥି ଆଜି ବିଳମ୍ବିତ ରାତି ୨:୩୫ ପର୍ଯ୍ୟନ୍ତ ଜାରି ରହିବ। ‘ପ୍ରୀତି ଯୋଗ’ ୮:୧୯ ପର୍ଯ୍ୟନ୍ତ…

ଶେଷ ହେଲା ଯୁଦ୍ଧ, ଏବେ ଇରାନରେ ପାଠ ପଢିବେ ପିଲା ଖୋଲିବ ସ୍କୁଲ!

ତେହରାନ,୯।୬: ଇରାନର ଚାରୋଟି ସହର ଉପରେ କ୍ଷେପଣାସ୍ତ୍ର ବର୍ଷା କରିବା ପରେ, ଇସ୍ରାଏଲ ଏହାର ଆକ୍ରମଣ ବନ୍ଦ କରିବାକୁ ଘୋଷଣା କରିଛି। ସେହି ସମୟରେ, ଏହା ତେହରାନକୁ…

ମମତା ବାନାର୍ଜୀଙ୍କ ସହ ଏମପି-ଏମଏଲଏଙ୍କ ମତାନ୍ତର କାହିଁକି? ଟିଏମସି ବିଭାଜିତ ହେବ କି? ବିଦ୍ରୋହୀ କାକୋଲି ଘୋଷ ଯୋଜନା କରିଛନ୍ତି…

କୋଲକାତା,୯।୬: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଦଳର ଆଭ୍ୟନ୍ତରୀଣ ଫାଟ ଖୋଲା ବିଦ୍ରୋହରେ ପରିଣତ ହେଉଥିବା ପରି…

ନୂତନ ଅଧ୍ୟକ୍ଷା ଭାବେ ଯୋଗଦେଲେ ଚୈତାଲି: ମହାବିଦ୍ୟାଳୟର ଆହୁରି ବିକାଶ ହେବ ବୋଲି ଆଶା

ଭଞ୍ଜନଗର,୯।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷା ଭାବେ ଡ ଚୈତାଲି ଷଡ଼ଙ୍ଗୀ ସୋମବାର କାର୍ଯ୍ୟରେ ଯୋଗ…

ଭୂଦାନ କନ୍ୟା ନନ୍ଦିନୀ

ଓଡ଼ିଆ ସାହିତ୍ୟରେ ସବୁଜ ଯୁଗର ଅନ୍ୟତମ ଉଜ୍ଜ୍ବଳ ଜ୍ୟୋତିଷ୍କ ପଦ୍ମଶ୍ରୀ କାଳିନ୍ଦୀ ଚରଣ ପାଣିଗ୍ରାହୀ। ଗାନ୍ଧିବାଦ ଆଧାରରେ ରଚିତ ତାଙ୍କ ଉପନ୍ୟାସ ‘ମାଟିର ମଣିଷ’ କିଛି ସାଧାରଣ…

ଉତୁରୁଛି ଅପରାଧ

ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ୩ ଜୁନ୍‌ରେ ଯେଭଳି ଭାବେ ହତ୍ୟା କରାଯାଇଛି, ତାହା ଏବେ ଦେଶସାରା…

ଜଳବାୟୁ ପରିବର୍ତ୍ତନର ଭୟଙ୍କର ରୂପ! ବର୍ଷା ଋତୁରେ ବି ଅସ୍ତବ୍ୟସ୍ତ କରିବ ତାତି, ବଡ଼ ଚେତାବନୀ ଦେଲେ ପାଣିପାଗ ବିଜ୍ଞାନୀ

ନୂଆଦିଲ୍ଲୀ,୯।୬(ପିଟିଆଇ): ଜଳବାୟୁ ପରିବର୍ତ୍ତନଜନିତ ପ୍ରଭାବ ବିଶ୍ୱର ପ୍ରତ୍ୟେକ ଭାଗରେ ଅନୁଭୂତ ହେବାରେ ଲାଗିଛି। ସାହାରା ମରୁଭୂମିଠାରୁ ଆରମ୍ଭ କରି ଆଣ୍ଟାର୍କଟିକା ଏବଂ ଉତ୍ତର ମେରୁ ପର୍ଯ୍ୟନ୍ତ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri