ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ଉପବାଚସ୍ପତି

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ୧୫ ନମ୍ବର ଜୋନରେ ଦଳୀୟ ଜିଲାପରିଷଦ ପ୍ରାର୍ଥୀ ସନାତନ ବେହାରାଙ୍କ ପାଇଁ ରାମଗଡ଼, ହୁମ୍ମା, ସୁବଳୟା, ସାନରାମଚନ୍ଦ୍ରପୁର ପଞ୍ଚାୟତରେ ପୂର୍ବତନ ଉପବାଚସ୍ପତି ରାମ ଚନ୍ଦ୍ର ପଣ୍ଡା ମାରଥାନ ପ୍ରଚାର କରିଛନ୍ତି। ସେ ବିଭିନ୍ନ ପ୍ରଥପ୍ରାନ୍ତକ ସଭାରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାମ ଓ ତାଙ୍କ ସମୟରେ ହୋଇଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଆଲୋଚନା କରିଥିଲେ। ଏହା ସହ ଜିଲାପରିଷଦ ପ୍ରାର୍ଥୀଙ୍କୁ ବିଜୟ କରିବା ପାଇଁ ସେ ଜନସାଧାରଣଙ୍କୁ କହିଥିଲେ। ପ୍ରଚାରରେ ପୂର୍ବତନ ଗଞ୍ଜାମ ଏନ୍‌ଏସି ଅଧ୍ୟକ୍ଷା ଉର୍ମିଳା ପଲାଇ,
ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଘୁନାଥ ସାହୁ, କୃଷକ ନେତା ବନାମ୍ବର ପଲେଇ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ପୋଷ୍ଟ ମାଷ୍ଟରଙ୍କୁୁ ଆକ୍ରମଣ କରିଥିବା ଯୁବକଙ୍କୁ ବାନ୍ଧି ଛେଚିଲେ

ସାରସକଣା,୧୪।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ଥିବା ଏକ ଶାଖା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଜଣେ ମହିଳା ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ...

ବତିଘରେ ଇଂରେଜଙ୍କ କମାଣ ମୂକସାକ୍ଷୀ ପାଲଟିଛି

ମହାକାଳପଡ଼ା,୧୨ା୮(ଡି.ଏନ୍‌.ଏ.): ପୂର୍ବ ଉପକୂଳ ବଙ୍ଗୋସାଗର ସଂଲଗ୍ନ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବତିଘର ରହିଛି। ବିଗତଦିନରେ କୁଜଙ୍ଗ ରାଜାଙ୍କ ଶାସନ ଅଧୀନରେ ଏହା ଥିଲା ନିର୍ଜନ ଦ୍ୱୀପ।...

ପ୍ରଭାବ ପକାଇଛି ଲକ୍‌ ଡାଉନ, ଭୋକ୍‌ ଉପାସରେ କଟୁଛି ଦିନ

ବାରକୋଟ, ୧୯।୪ (ଡି.ଏନ.ଏ.)- ଲକ୍‌ ଡାଉନ ପ୍ରଭାବରେ ଦିନ ମଜୁରିଆଙ୍କ ଅବସ୍ଥା ଦୟନୀୟ ସ୍ଥିତିରେ ପହଞ୍ଚତ୍ଛି। ଏମାନଙ୍କ ଲାଗି ଅବଶ୍ୟ ସରକାରୀ ସହାୟତା କିଛି ମାତ୍ରାରେ...

ଶିଶୁପୁତ୍ର ଜନ୍ମର ୭ ଦିନ ପରେ ମା’ ମୃତ

ଆର୍‌.ଉଦୟଗିରି,୧୦ା୧୦(ଡି.ଏନ୍‌.ଏ.)-ଗଜପତି ଜିଲା ମୋହନା ବ୍ଲକ ମଳାସପଦର ପଞ୍ଚାୟତ ଦୁର୍ଗମ ଯାମଲିଙ୍ଗ ଗାଁରେ ଶିଶୁପୁତ୍ରକୁ ଜନ୍ମ କରିବାର ୭ଦିନ ପରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ହେଲେ...

ବଜ୍ରପାତରେ ୩ ଗୁରୁତର

ପାପଡ଼ାହାଣ୍ଡି,୨ା୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକର ଦୁଇଟି ସ୍ଥାନରେ ଶନିବାର ବଜ୍ରପାତ ଘଟି ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାତ୍ରୀ ପଞ୍ଚାୟତ ଜବାଗୁଡ଼ା...

ସ୍ବାଭିମାନ ଅଞ୍ଚଳ ଅଶାନ୍ତ: ୪ ଗ୍ରାମରେ ପୋଲିସ ଛାଉଣୀ

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ହୋଇଥିବା ଖଣ୍ଡ ଯୁଦ୍ଧରେ ଅଶାନ୍ତ ହୋଇପଡିଛି ଅଞ୍ଚଳ।...

ଚମ୍ପୁଆରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ସ୍ଥାନ ଚିହ୍ନଟ

ଚମ୍ପୁଆ,୧୧।୮(ଡି.ଏନ.ଏ.)- ଚମ୍ପୁଆ ସଦର ମହକୁମାର ରାମଲାଠାରେ ନିର୍ମାଣ ହେବାକୁଥିବା କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଚମ୍ପୁଆବାସୀଙ୍କ ମନରୁ ଲିଭିବାକୁ ବସିଥିବା ବେଳେ ଶନିବାର ଜାଗା ଚିହ୍ନଟ ପ୍ରକ୍ରିୟା...

ବାହା କରାଇ ନ ଦେବାରୁ ମା’ଙ୍କୁ ହତ୍ୟା

ଯାଜପୁର ଅଫିସ/ବିଞ୍ଝାରପୁର/ପ୍ରୀତିପୁର(ଡି.ଏନ.ଏ.),୬ା୩:ବାହା କରାଇ ନ ଦେବାରୁ ଗୋପାଳ ଓଝା ନାମକ ଜଣେ ଯୁବକ ତାଙ୍କ ମା’ ପ୍ରେମଲତାଙ୍କୁ କଟୁରିରେ ହାଣି ହତ୍ୟା କରିଛନ୍ତି। ଏଭଳି ଚାଞ୍ଚଲ୍ୟକର...

Advertisement
Archives

Model This Week