
ନୂଆଦିଲ୍ଲୀ,୧୩ା୫: ସୋମବାର ସକାଳୁ ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ଆଜି ମତଦାନ ଆରମ୍ଭ ହୋଇଛି। ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ଚାଲିଛି। ଆନ୍ଧ୍ର ଓ ତେଲଙ୍ଗାନାର ସମସ୍ତ ଆସନରେ ମତଦାନ ସାବ୍ୟସ୍ତ କରୁଛନ୍ତି ଭୋଟର।
ନୂଆଦିଲ୍ଲୀ,୧୩ା୫: ସୋମବାର ସକାଳୁ ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ଆଜି ମତଦାନ ଆରମ୍ଭ ହୋଇଛି। ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ଚାଲିଛି। ଆନ୍ଧ୍ର ଓ ତେଲଙ୍ଗାନାର ସମସ୍ତ ଆସନରେ ମତଦାନ ସାବ୍ୟସ୍ତ କରୁଛନ୍ତି ଭୋଟର।
ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...
ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...
ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି।...
ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣକୁ ନେଇ ରବର୍ଟ ଭଦ୍ରାଙ୍କ ଏକ ବୟାନ ବିବାଦ ସୃଷ୍ଟି କରିଛି। ମଙ୍ଗଳବାର...
ନୂଆଦିଲ୍ଲୀ,୨୩।୫: ଅକ୍ଷୟ ତୃତୀୟା ପାଇଁ ଆଉ ମାତ୍ର କିଛି ଦିନ ବାକି ଅଛି। ଏହି ଦିନ ସୁନା କିଣିବା ବହୁତ ଶୁଭ ବୋଲି ବିବେଚନା କରାଯାଏ।...
ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର...
ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ...
ନୂଆଦିଲ୍ଲୀ,୨୩।୪: ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଅତ୍ୟଧିକ ବୃଦ୍ଧି କରିଛି। ଏହି...