୯୨୯ କୋଟି ଉଠାଇଲେ ଏଫ୍‌ପିଆଇ

ନୂଆଦିଲ୍ଲୀ,୧୨।୪: ଚଳିତ ମାସ ଭାରତୀୟ ପୁଞ୍ଜି ବଜାରରୁ ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର (ଏଫ୍‌ପିଆଇ)ମାନେ ୯୨୯ କୋଟି ଟଙ୍କା ଉଠାଇଛନ୍ତି। କୋଭିଡ୍‌ ମାମଲା ବଢୁଥିବାରୁ ନିବେଶକମାନେ ଭୟଭୀତ ହୋଇ ଏଭଳି ଉଠାଣ କରିଥିବା ଜଣାପଡିଛି। ଏଫ୍‌ପିଆଇମାନେ ମାର୍ଚ୍ଚରେ ୧୭,୩୦୪ କୋଟି ଟଙ୍କା ନିବେଶ କରିଥିଲେ। ଏହି ନିବେଶ ରାଶି ଜାନୁୟାରୀ ଏବଂ ଫେବୃୟାରୀରେ ଯଥାକ୍ରମେ ୨୩,୬୬୩ କୋଟି ଟଙ୍କା ଏବଂ ୧୪,୬୪୯ କୋଟି ଟଙ୍କା ରହିଥିଲା। ଡିପୋଜିଟୋରି ଡାଟା ମୁତାବକ, ବିଦେଶୀ ନିବେଶକ ଇକ୍ୱିଟିରୁ ୭୪୦ କୋଟି ଏବଂ ଡେଟ୍‌ ସେଗମେଣ୍ଟରୁ ୧୮୯ କୋଟି ଟଙ୍କା ଉଠାଣ କରିଛନ୍ତି। ଏପ୍ରିଲ ପହିଲାରୁ ୯ ମଧ୍ୟରେ ଏଭଳି ମୋଟ ୯୨୯ କୋଟି ଟଙ୍କା ଉଠାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟାଟା ଗ୍ରୁପ୍‌ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ

ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?