ଭାଙ୍ଗିରୁଜି ଗଲାଣି ମୁକ୍ତାକାଶ ବ୍ୟାୟାମଶାଳା

ପଟ୍ଟାମୁଣ୍ଡାଇ,୧୪ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ରେ ରାଜ୍ୟ ସରକାର ଏନ୍‌ଏସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି ପୌରପରିଷଦକୁ ୩୫ବର୍ଷ ପୂରିଥିବା ବେଳେ ପୌରାଞ୍ଚଳକୁ ସୌନ୍ଦର୍ଯ୍ୟକରଣ ପାଇଁ ଅନେକ କୋଟି ଟଙ୍କା ବ୍ୟୟ କରାଯାଇ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟ କରାଯାଉଛି ା ହେଲେ ସରକାର ତଥା ପ୍ରଶାସନ ପକ୍ଷରୁ ଦୃଷ୍ଟି ଦିଆଯାଉ ନ ଥିବାରୁ ସହରର ଥିବା ସୌନ୍ଦର୍ଯ୍ୟକରଣ ମାଟିରେ ଲୋଟିବାକୁ ଲାଗିଛି ା ନୂଆକରି ହେଉଥିବା ବିଭିନ୍ନ ପ୍ରକଳ୍ପ କେଉଁଠି କାମରେ ଲାଗୁଛି ତ ଆଉ କେଉଁଠି ବ୍ୟବହାର ହେଉ ନ ଥିବା ଦେଖିବାକୁ ମିଳିଛି।
ଏଠାରେ ପୌରାଞ୍ଚଳ ୧୪ ନଂ. ୱାର୍ଡ ଅଧୀନ ଏମ୍‌ଏନ୍‌ ହାଇସ୍କୁଲ ପଡ଼ିଆ ପାର୍ଶ୍ୱରେ ହୋଇଥିବା ମୁକ୍ତାକାଶ ବ୍ୟାୟାମଶାଳାକୁ ଉଦାହରଣ ଭାବେ ନିଆଯାଇଛି ା ୨୦୨୨-୨୩ ଆର୍ଥତ୍କ ବର୍ଷ ଜୁଲାଇରେ ଶ୍ରୀରାମଚନ୍ଦ୍ର ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ଦ୍ୱାରା ଏହି ବ୍ୟାୟାମଶାଳା ନିର୍ମାଣ ହୋଇଛି ବୋଲି ସେଠାରେ ଲାଗିଥିବା ଫଳକରୁ ସୂଚନା ମିଳିଛି ା ଏହା ମୁଖ୍ୟମନ୍ତ୍ରୀ କର୍ମତତ୍ପର ଯୋଜନା ଅଧୀନରେ ଜନସାଧାରଣଙ୍କ ପାଇଁ କରାଯାଇଛି। ଏଥିପାଇଁ ୬ ଲକ୍ଷ ୫୦ ହଜାର ଟଙ୍କା ଲେଖା ବ୍ୟୟ ହୋଇଛି ବୋଲି ସେଠାକାର ପାଚେରୀ ଓ ଫଳକରେ ଲେଖା ଯାଇଥିବା ୩ଟି ଫଳକରୁ ଜଣାପଡିଛି ା କିନ୍ତୁ ସେହି ବ୍ୟାୟାମଶାଳା ଉପକରଣ ଅଧିକାଂଶ ଭାଙ୍ଗିରୁଜି ଯାଇଥିବା ବେଳେ ସେଠାରେ ଛୋଟମୋଟ ଗାଡ଼ି ପାର୍କିଂ କରାଯାଉଥିବା ଦେଖିବାକୁ ମିଳିଛି। ଉକ୍ତ ଉପକରଣଗୁଡ଼ିକରେ କେହି ବ୍ୟାୟାମ କରୁ ନ ଥିବା ଜଣାପଡିଛି। ଏପରି କି ବ୍ୟାୟାମ ଉପକରଣଗୁଡ଼ିକରେ କଳଙ୍କି ଲାଗି ନଷ୍ଟ ହେବାକୁ ବସିଲାଣି ା ଏ ସମ୍ପର୍କରେ ପୌରନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରିଙ୍କୁ ପଚାରିବାରେ ଭାଙ୍ଗି ଯାଇଥିବା ଉପକରଣ ଖୁବ୍‌ଶୀଘ୍ର ମରାମତି କରାଯିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri