Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌ ଖେଳିବା ନେଇ ଅନିଶ୍ଚିତତାରେ ପାଇରେ

ହାମବର୍ଗ, ୨୫ା୯ (ଏପି)- ସିଜନ ଶେଷ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ଫ୍ରେଞ୍ଚ ଓପନ୍‌ରେ ତାଙ୍କୁ ଖେଳିବା ଲାଗି ଅନୁମତି ମିଳିବ କି ନା ସେ ନେଇ ଅନିଶ୍ଚିତତାରେ ଅଛନ୍ତି ଟେନିସ ଖେଳାଳି ବେନଏଟ୍‌ ପାଇରେ। କରୋନା ଭାଇରସ୍‌ ଟେଷ୍ଟରେ ଦୁଇଥର ପଜିଟିଭ ପରେ ନେଗେଟିଭ ହୋଇ ହାମବର୍ଗ ଓପନରେ ଖେଳିବା ଲାଗି କିନ୍ତୁ ଅନୁମତି ପାଇଥିଲେ ଏହି ଖେଳାଳି। ବୁଧବାର କାସ୍ପର ରୁଡ୍‌ଙ୍କ ବିପକ୍ଷ ଓପନିଂ ରାଉଣ୍ଡ ମ୍ୟାଚରେ ୬-୪, ୨-୦ରେ ପଛୁଆ ରହିଥିବା ବେଳେ ମାନ୍ଦା ଅନୁଭବ କରିବାରୁ ସେ ଖେଳରୁ ଓହରିଯାଇଥିବା ଏଟିପି ଟୁର୍‌ ସୂତ୍ରରୁ ପ୍ରକାଶ। ସୂଚନାଯୋଗ୍ୟ, ପଜିଟିଭ୍‌ ଟେଷ୍ଟ ପରେ ପାଇରେ ୟୁଏସ୍‌ ଓପନ୍‌ରୁ ଓହରିଯାଇଥିଲେ। ସେ ଏକ ସପ୍ତାହରୁ ଅଧିକ ଦିନ ଧରି ଆଇସୋଲେଶନରେ ରହିଥିଲେ। ପରେ ସେ ଇଟାଲିଆନ ଓପନ୍‌ରେ ଖେଳିଥିଲେ ଏବଂ ପ୍ରଥମ ରାଉଣ୍ଡରେ ପରାଜିତ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri