Posted inଫୁରସତ

ବିପଦ ବେଳେ ସାଥୀରେ ରହିଥାନ୍ତି ଏମିତି ବନ୍ଧୁ, ଭିଡିଓ ଦେଖିଲେ..

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ୨ କୁକୁରକୁ ଦେଖିବାକୁ ମିଳୁଛି। ଜଣଙ୍କ ଗୋଡ଼ରେ ଆଘାତ ଲାଗିଥିବା ହେତୁ ତାକୁ ଚାଲିବାରେ କଷ୍ଟ ହେଉଛି। ଅନ୍ୟ କୁକୁରଟି ତାର ବେଲ୍ଟକୁ ଧରି ତାହା ସାଥୀରେ ଚାଲୁଛି। ତାକୁ ଚାଲିବାରେ ସାହାଯ୍ୟ କରି ଆଲିଙ୍ଗନ କରୁଛି। ଏହି ଭିଡିଓକୁ ଆଇପିଏସ୍‌ ଦିପାଂଶୁ କାବ୍ରା ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ଲେଖିଛନ୍ତି, ‘ଯିଏ କଠିନ ପରିସ୍ଥିତିରେ ସାଥୀରେ ରହେ ସିଏ ପ୍ରକୃତ ମିତ୍ର ’। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?