ଫଳ ଚୋପାରୁ ସୌନ୍ଦର୍ଯ୍ୟ

ମହିଳାମାନେ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବିଭିନ୍ନ ପ୍ରକାରର ରାସାୟନିକ ପ୍ରସାଧନ ସାମଗ୍ରୀ ବ୍ୟବହାର କରିଥାନ୍ତି କିନ୍ତୁ ପ୍ରାକୃତିକ ଉପାୟରେ କିଭଳି ବିଭିନ୍ନ ପ୍ରକାରର ଫଳ ଚୋପାରୁ ବି ସୌନ୍ଦଯର୍ୟ ବୃଦ୍ଧି କରିହେବ ଜାଣି ରଖନ୍ତୁ

ଡାଳିମ୍ବ ଚୋପା-
କେଶକୁ ମୁଲାୟମ ତଥା ଉଜ୍ଜ୍ୱଳ କରିବା ପାଇଁ ଡାଳିମ୍ବ ଚୋପା ଲଗାନ୍ତୁ ଡାଳିମ୍ବ ଚୋପାକୁ ଖରାରେ ଶୁଖାଇ ଗୁଣ୍ଡ କରି ସେଥିରେ ଦହି ମିଶାଇ ଲଗାନ୍ତୁ ଅଧଘଣ୍ଟା ପରେ ଧୋଇ ଦିଅନ୍ତୁ
କଦଳୀ ଚୋପା-
ମୁହଁରେ ପାଚିଲା କଦଳୀ ଚୋପାକୁ ଘଷିବା ଫଳରେ ତ୍ୱଚାରେ ଥିବା ବ୍ରଣଦାଗ ଦୂର ହେବା ସହିତ ଉଜ୍ଜ୍ୱଳତା ବୃଦ୍ଧି ହୋଇଥାଏ ଏଥିରେ ଅାଣ୍ଟି ଅକ୍ସିଡାଣ୍ଟ ଥିବାରୁ ସୂଯର୍ୟକିରଣ ପ୍ରଭାବରେ କଳା ପଡ଼ି ଯାଇଥିବା ତ୍ୱଚାକୁ ମଧ୍ୟ ସୁନ୍ଦର କରିଥାଏ
ଅମୃତଭଣ୍ଡା ଚୋପା-
ଅମୃତଭଣ୍ଡା ଚୋପାରେ ଅାଲ୍ଫା ହାଇଡ୍ରୋକ୍ସି ଏସିଡ୍ ରହିଛି ତେଣୁ ଏହାକୁ ମୁହଁରେ ଲଗାଇବା ଫଳରେ ତ୍ୱଚା କୋମଳ ରହିଥାଏ ଅମୃତଭଣ୍ଡା ଚୋପାକୁ ଶୁଖାଇ ତାକୁ ଗୁଣ୍ଡ କରି ସେଥିରେ ଲେମ୍ବୁ ରସ ମିଶାନ୍ତୁ ଏହି ପେଷ୍ଟକୁ ମୁହଁରେ ଲଗାଇ ୧୦ ମିନିଟ୍ ପଯର୍ୟନ୍ତ ମୁହଁରେ ଲଗାଇ ରଖିବା ପରେ ମୁହଁ ଧୋଇ ଦିଅନ୍ତୁ
କମଳା ଚୋପା-
କମଳା ଚୋପାକୁ ଖରାରେ ଶୁଖାଇ ଗୁଣ୍ଡ କରି ସେଥିରେ ଗୋଲାପ ଜଳ ମିଶାଇ ମୁହଁରେ ଲଗାନ୍ତୁ ମୁହଁରେ ଥିବା ସମସ୍ତ ପ୍ରକାରର ଦାଗ ଦୂର ହୋଇଯିବ କେଶର ଶୁଷ୍କତା ଦୂର ପାଇଁ ବି ଏହାକୁ ଲଗାଇ ପାରିବେ କେଶରେ ଏହି ଚୋପା ଗୁଣ୍ଡକୁ ପାଣିରେ ମିଶାଇ ଲଗାଇ ଶୁଖିବା ପଯର୍ୟନ୍ତ ଛାଡି ଦିଅନ୍ତୁ ଏହାପରେ ଧୋଇ ଦିଅନ୍ତୁ କେଶ ମୁଲାୟମ ଓ ଉଜ୍ଜ୍ୱଳ ଦେଖାଯିବ


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri