ଫଳ ବଜାରରେ ଲାଗିଲା ନିଆଁ

ବଲାଙ୍ଗୀର ଅଫିସ,୧୮ା୧୨: ବଲାଙ୍ଗୀର ଫଳ ବଜାରରେ ଗୁରୁବାର ବିଳମ୍ବିତ ରାତିରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ଚାରିଆଡ଼େ ବ୍ୟାପି ଯାଇଥିଲା। ଫଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏହି ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ: ଗଞ୍ଜାମ ଜିଲାପାଳଙ୍କୁ ଫୋନକରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବହୁତ ଭଲ କାମ କରୁଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ହୀରାକୁଦ ଡ୍ୟାମ୍‌ର ଗୋଟିଏ ଗେଟ୍‌ ଖୋଲା

ସମ୍ବଲପୁର,୬।୭ (ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ଜଳସ୍ତର ରବିବାର ରାତି ୯ଟା ସୁଦ୍ଧା ୫୯୯.୯୩ ଫୁଟ୍‌ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨୭,୬୯୦ କ୍ୟୁସେକ ଜଳ...

ହୀରାକୁଦ ଜଳଭଣ୍ଡାର ଦ୍ୱୀପରେ ହେବ କଟେଜ୍‌

ସମ୍ବଲପୁର,୨୯ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ରାଜ୍ୟ ସରକାର ଏଠାରେ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ପାଇଁ...

ପୋକରା ଚାଉଳ ବଣ୍ଟନକୁ ବିରୋଧ: ଧାରଣା ପରେ ବଦଳାଗଲା

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଞ୍ଚାୟତରେ ରବିବାର ପୋକରା ଚାଉଳ ବଣ୍ଟନକୁ ରାଶନ କାର୍ଡ ହିତାଧିକାରୀ ବିରୋଧ କରିଥିଲେ। ପରେ ସେମାନେ ପୋକଡା ଚାଉଳ...

କାର୍ଡ଼ ଥାଇବି ନିର୍ମାଣ ଶ୍ରମିକଙ୍କୁ ମିଳିପାରୁୁନି ସହାୟତା

ରାଇସୁଆଁ, ୨୮।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଆଗୁଆ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରି ସରକାର ଲୋକଙ୍କୁ ବିଭିନ୍ନ ପ୍ରକାରର ସହାୟତ଼ା ପ୍ରଦାନ କରୁଛନ୍ତି। ହେଲେ...

ଗାଁରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଟିଟିଲାଗଡ଼, ୮।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଡୁଙ୍ଗରୁିଗୁଡା ଅନ୍ତର୍ଗତ ସମ୍ବଳ ଶକ୍ତି କୃଷକ ଉପତ୍ାଦକ କମ୍ପାନୀ ଆନୁକୂଲ୍ୟ ତଥା ଆଶା ଅନୁଷ୍ଠାନ କୁରସୁଡଙ୍କ...

୨ ଓଡ୍ରାଫ୍‌, ୧୪ ଅଗ୍ନିଶମ ବାହିନୀ ପ୍ରସ୍ତୁତ

ଜଗତ୍‌ସିଂହପୁର ଅଫିସ, ୪।୧୨: ବାତ୍ୟା ‘ଜୱାଦ’ ପ୍ରଭାବରେ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି। ମଧ୍ୟରାତ୍ର ପରେ ଏହା ପରିମାଣ ବଢ଼ିବ ବୋଲି...

ରାଧାସାହିରେ ଯୁବକଙ୍କୁ ହତ୍ୟା ଘଟଣା: ପୂର୍ବଶତ୍ରୁତାରୁ ଗଳା କାଟିଥିଲେ ପିଉସା

ପାଲଲହଡ଼ା, ୧୪ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଈଶ୍ୱରନଗର ପଞ୍ଚାୟତ ରାଧାସାହି ଗ୍ରାମରେ ଗତ ମଙ୍ଗଳବାର ଘଟିଥିବା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ପୂର୍ବ ଶତ୍ରୁତାକୁ...

Advertisement
Archives

Model This Week