Posted inଖେଳ

ବିପଦରେ ଦିନିକିଆ କ୍ରିକେଟ୍‌ର ଭବିଷ୍ୟତ

ନୂଆଦିଲ୍ଲୀ,୧୩।୭: ୨୦୨୭ ଦିନିକିଆ ବିଶ୍ୱକପ ପରେ ଦ୍ୱିପାକ୍ଷିକ ଦିନିକିଆ ସିରିଜ ବନ୍ଦ କରାଯାଉ ବୋଲି ଏମ୍‌ସିସି ପରାମର୍ଶ ଦେଇଛି। ଅଷ୍ଟ୍ରେଲିଆ-ଇଂଲଣ୍ଡ ଲର୍ଡ ଟେଷ୍ଟ ସମୟରେ ଏମସିସି ଆଇସିସିକୁ କହିଛି। ସମଗ୍ର ବିଶ୍ୱରେ ଟି-୨୦ ଫର୍ମାଟ ଏବଂ ଫ୍ରାଞ୍ଚାଇଜ କ୍ରିକେଟ ପାଇଁ କ୍ରେଜ ବଢୁଥିବାରୁ ଦ୍ୱିପାକ୍ଷିକ ଦିନିକିଆ ସିରିଜକୁ ବନ୍ଦ କରାଯିବା ଉଚିତ ବୋଲି ଏମସିସି କହିଛି। ତେବେ ବିଶ୍ୱକପ ୨୦୨୩ରୁ ପରିସ୍ଥିତି ନିଶ୍ଚିତ ରୂପେ ବଦଳିଯିବ ବୋଲି ଏମସିସି ସଦସ୍ୟମାନେ ଆଶା କରିଛନ୍ତି।
ଏମସିସି କହିଛି ଯେ, ଟେଷ୍ଟ ଫର୍ମାଟର ନିଜସ୍ବ ଚ୍ୟାଲେଞ୍ଜ ଅଛି। ଟେଷ୍ଟ କ୍ରିକେଟକୁ ବଞ୍ଚାଇବା ପାଇଁ କ୍ରମାଗତ ଭାବେ ଦାବି ହୋଇଆସୁଛି। ଦୁନିଆରେ ଅନେକ ଦେଶ ଅଛନ୍ତି, ଯେଉଁମାନେ ୫ ଦିନିଆ ମ୍ୟାଚରେ ଟଙ୍କା ଖର୍ଚ୍ଚ କରିବାକୁ ଚାହୁଁନାହାଁନ୍ତି। ଏଥିସହ ଟେଷ୍ଟ ମ୍ୟାଚ ପାଇଁ ଆଇସିସି ପୃଥକ ପାଣ୍ଠି ବ୍ୟବସ୍ଥା କରିବାକୁ ଏମ୍‌ସିସି ପରାମର୍ଶ ଦେଇଛି। ଆଗାମୀ ଦିନରେ ଦକ୍ଷିଣ ଆଫ୍ରିକାର ଡର୍ବାନରେ ଆଇସିସି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଦିନିକିଆଫର୍ମାଟ ଉପରେ ଏକ ବଡ ନିଷ୍ପତ୍ତି ସମ୍ଭବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri