Posted inଖେଳ

ଟିମ୍‌ ଇଣ୍ଡିଆର ଭବିଷ୍ୟତ ଏବେ ସମୀକରଣ ହାତରେ

ନୂଆଦିଲ୍ଲୀ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଶୁକ୍ରବାର ସ୍କଟଲାଣ୍ଡକୁ ୬.୩ ଓଭରରେ ହରାଇ ଦେଇଛି ଭାରତ। ବିରାଟ ବିଜୟ ସହ ଟିମ୍‌ ଇଣ୍ଡିଆର ସେମିଫାଇନାଲ ଆଶା ଉଜ୍ଜୀବିତ ରହିଛି। ଏବେ ୪ ମ୍ୟାଚ୍‌ରୁ ୪ ପଏଣ୍ଟ ଏବଂ +୧.୬୧୯ ନେଟ୍‌ ରନରେଟ୍‌ ସହ ଗ୍ରୁପ୍‌ର ତୃତୀୟ ସ୍ଥାନରେ ଅଛି ଟିମ୍‌ ଇଣ୍ଡିଆ। ବର୍ତ୍ତମାନ ଭାରତୀୟ ଦଳର ସେମିଫାଇନାଲ ଆଶା ଏବେ କିଛି ସମୀକରଣ ଉପରେ ନିର୍ଭର କରୁଛି।

ରବିବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ଆଫଗାନିସ୍ତାନକୁ ଯେ କୌଣସି ମତେ ନ୍ୟୁଜିଲାଣ୍ଡକୁ ହରାଇବାକୁ ପଡ଼ିବ। ଯଦି ଆଫଗାନିସ୍ତାନ ୧୦ ରନ୍‌ରେ ମ୍ୟାଚ୍‌ ଜିତେ, ତେବେ
ନାମିବିଆ ବିପକ୍ଷ ମ୍ୟାଚ୍‌କୁ ଟିମ୍‌ ଇଣ୍ଡିଆ ଅତିକମ୍‌ରେ ୨ ରନ୍‌ରେ ଜିତିବା ଦରକାର। କିନ୍ତୁ ଆଫଗାନିସ୍ତାନ ଯଦି ବୃହତ୍‌ ବିଜୟ ହାସଲ କରେ, ତେବେ ସେମିଫାଇନାଲରେ ପ୍ରବେଶ କରିବା ଲାଗି ଭାରତକୁ ମଧ୍ୟ ବଡ଼ ବ୍ୟବଧାନରେ ନାମିବିଆକୁ ହରାଇବାକୁ ପଡ଼ିବ। ନ ହେଲେ ଆଫଗାନିସ୍ତାନ କ୍ୱାଲିଫାଏ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri