ସରିଲା ଜି-୨୦ ଶିଖର ସମ୍ମିଳନୀ, ବିଶ୍ୱକୁ ଶାନ୍ତି ବାର୍ତ୍ତା ଦେଲେ ମୋଦି

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୨୦ ଶିଖର ସମ୍ମିଳନୀର ସମାପ୍ତି ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ ଶେଷରେ ମୋଦି ସମଗ୍ର ବିଶ୍ୱକୁ ଆଶା ଏବଂ ଶାନ୍ତିର ବାର୍ତ୍ତା ଦେଇଛନ୍ତି।

G20 Summit 2023 LIVE Updates: वैश्विक सुझावों पर अमल और शांति के संदेश के साथ G-20 समिट का हुआ समापन, पीएम बोले- एक फैमिली की तरह करना होगा काम

ଜି-୨୦ ଶିଖର ସମ୍ମିଳନୀର ସମାପ୍ତି ଘୋଷଣା କରି ମୋଦି କହିଛନ୍ତି, ନଭେମ୍ବର ୨୦୨୩ ପର୍ଯ୍ୟନ୍ତ ଭାରତ ଜି -୨୦ର ଅଧ୍ୟକ୍ଷତା ରହିଛି। ମୁଁ ଆଶା କରୁଛି ସମସ୍ତେ ଭର୍ଚୁଆଲ ଅଧିବେଶନରେ ଅଂଶଗ୍ରହଣ କରିବେ। ଏହା ସହିତ ମୁଁ ଜି -୨୦ ଶିଖର ସମ୍ମିଳନୀ ସମାପ୍ତ କରୁଛି।

ରାଜଧାନୀ ଦିଲ୍ଲୀରେ ସେପ୍ଟେମ୍ବର ୯ରୁ ୧୦ ଦୁଇଦିନ ଜି-୨୦ ଶିଖର ସମ୍ମିଳନୀ ଆରମ୍ଭ ହୋଇଥିଲା। ଆଜି ଏହି ସମ୍ମିଳନୀର ଦ୍ୱିତୀୟ ଦିନ ତଥା ଅନ୍ତିମ ଦିନ ଥିଲା। ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ବିଶ୍ୱ ବିଶ୍ୱାସର ଅଭାବକୁ ବିଶ୍ୱାସ ଏବଂ ନିର୍ଭରଶୀଳତାକୁ ପରିବର୍ତ୍ତନ କରିବାକୁ ଭାରତ ଆହ୍ବାନ କରୁଛି। ଆମେ ସମସ୍ତେ ଏକାଠି ଆଗକୁ ବଢ଼ିବା ପାଇଁ ଏହା ହେଉଛି ସମୟ। ଆମକୁ ଗୋଟିଏ ପରିବାର ପରି କାମ କରିବାକୁ ହେବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri