Posted inଜାତୀୟ

ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରୁ ବାଦ ପଡ଼ିଲେ ଜି-୨୩ ନେତା

ନୂଆଦିଲ୍ଲୀ,୧୨।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ୩୦ଜଣ ଷ୍ଟାର ପ୍ରଚାରକ ନାଁ ଘୋଷଣା କରିଛି। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂହ, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌, ନବଜୋତ ସିଂହ ସିଦ୍ଧୁଙ୍କ ଭଳି ୩୦ ଜଣ ରହିଛନ୍ତି। ପଶ୍ଚିମବଙ୍ଗରେ କଂଗ୍ରେସ ବାମପନ୍ଥୀ ଦଳ ଏବଂ ଆଞ୍ଚଳିକ ଦଳ ସହ ମିଶି ନିର୍ବାଚନ ଲଢ଼ିବ। ପଶ୍ଚିମବଙ୍ଗରେ ଭାଜପା-ଟିଏମ୍‌ସି ଷ୍ଟାର ପ୍ରଚାରରେ ହେଭିୱେଟଙ୍କୁ ସାମିଲ କରିଥିବା ବେଳେ କଂଗ୍ରେସ ଦଳର ପୁରୁଖା ନେତାଙ୍କୁ ସ୍ଥାନ ଦେଇଛି। ହେଲେ ବିଦ୍ରୋହ ସୃଷ୍ଟି କରିଥିବା ଜି-୨୩ କଂଗ୍ରେସ ନେତାଙ୍କ ନାମ ତାଲିକାରୁ ବାଦ ଦିଆଯାଇଛି। ଗତ ସପ୍ତାହରେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ବିଧାନସଭା ନିର୍ବାଚନ ଗୁରୁତ୍ୱପୂର୍ଣ୍ଣ ଥିବା ବେଳେ ଦଳ ଯେଉଁଠି କହିବ ସେଇଠି ପ୍ରଚାର କରିବେ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରକୁ ନା କରିବାରୁ ହତ୍ୟା

ହଜାରିବାଗ,୨୩ା୧: ଜାନୁୟାରୀ ୭ ତାରିଖର ଘଟଣା। ଝାଡ଼ଖଣ୍ଡର ହଜାରିବାଗରେ ଜଣେ ୨୩ ବର୍ଷୀୟା ମହିଳାଙ୍କୁ ତାଙ୍କ ସମ୍ପର୍କୀୟମାନେ ବଳାତ୍କାର ଉଦ୍ୟମ କରିଥିଲେ। ମହିଳା ଜଣକ ଏହାକୁ...

୧୨ ଘଣ୍ଟିଆ ଭାରତ ବନ୍ଦ ଆରମ୍ଭ: ଗାଜିପୁର ବର୍ଡରରେ ନାଚୁଛନ୍ତି କୃଷକ

ନୂଆଦିଲ୍ଲୀ,୨୬।୩: ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାର ଆଣିଥିବା ୩ କୃଷି ଆଇନ ବିରୋଧରେ...

ଚାଇନା ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇବାକୁ ସରିଲାଣି ସମସ୍ତ ପ୍ରସ୍ତୁତି

ଚେନ୍ନାଇ,୧୦।୧୦: ଅକ୍ଟୋବର ୧୧-୧୨ରେ ଚାଇନା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସେ ତାମିଲନାଡୁ ଆସିବେ ବୋଲି ଜଣାପଡିଛି। ଚେନ୍ନାଇଠାରେ ଏହି ସମୟରେ ଚାଇନା ରାଷ୍ଟ୍ରପତି...

ନୀତିଶ-ସୁଶୀଲଙ୍କ ଇଫତାର ପାର୍ଟି: ବିବାଦୀୟ ମନ୍ତବ୍ୟ ଦେଲେ ଗିରିରାଜ

ପାଟନା, ୪।୬: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ସୁଶୀଲ ମୋଦିଙ୍କ ଇଫତାର୍‌ ପାର୍ଟି ନେଇ କେନ୍ଦ୍ରୀୟ ପଶୁପାଳନ ମନ୍ତ୍ରୀ ଗିରିରାଜ ସିଂ ବିବାଦୀୟ ମନ୍ତବ୍ୟ...

ଟି-ଶର୍ଟ ପିନ୍ଧି ବିଧାନସଭାକୁ ଆସିଥିଲେ ବିଧାୟକ: ଗୃହରୁ ବିଦା କଲେ ବାଚସ୍ପତି

ଗାନ୍ଧିନଗର,୧୬।୩: ଗୁଜରାଟ ବିଧାନସଭାରେ ଏକ ରୋଚକ ଘଟଣା ଘଟିଛି। ଜଣେ ବିଧାୟକ ଟି-ଶର୍ଟ ପିନ୍ଧି ଗୃହକୁ ଆସିବାରୁ ବାଚସ୍ପତି ତାଙ୍କୁ ବିଦା କରିଦେଇଛନ୍ତି। ସୋମନାଥ ଆସନରୁ...

୧୨ ଆସନରେ ଭାଜପା ଆଗରେ ଥିବାରୁ ବିଜୟେନ୍ଦ୍ରଙ୍କୁ ମିଠା ଖୁଆଇଲେ ୟେଦୁରପ୍ପା

ବେଙ୍ଗାଲୁରୁ,୯।୧୨: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଏବେ ଟିକେ ଖୁସିଥିବା ଦେଖାଯାଇଛି। ସୋମବାର କର୍ନାଟକର ୧୫ ବିଧାନସଭା ଆସନର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଥିବା...

ଚାଷୀଙ୍କୁ ଉପହାର, ବଢ଼ିଲା ରବି ଫସଲ ଏମ୍‌ଏସ୍‌ପି…

ନୂଆଦିଲ୍ଲୀ,୮।୯: କନ୍ଦ୍ର ସରକାର ଚାଷୀଙ୍କ ପାଇଁ ଉପହାର ଘୋଷଣା କରିଛନ୍ତି। ଏହା ଅନ୍ତର୍ଗତ ରବି ଫସଲରେ ସର୍ବନିମ୍ନ୍‌ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) କୁ ବୃଦ୍ଧି କରାଯାଇଛି। ଗହମର...

ସୁସ୍ଥତା ହାର ୯୮.୮୦ ପ୍ରତିଶତ…

ନୂଆଦିଲ୍ଲୀ, ୨୨।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୭ ହଜାର...

Advertisement
Archives

Model This Week