ମାନୁନି ଇସ୍କନ, ପୁଣି ଚିଠି ଲେଖିଲେ ଗଜପତି ମହାରାଜା, ଆପତ୍ତି ଉଠାଇ…

ଭୁବନେଶ୍ୱର,୨୧।୧୦: ମାନୁନି ଇସ୍କନ। ପୁଣି ଥରେ ଗଜପତି ମହାରାଜା ଚିଠି ଲେଖିଛନ୍ତି। ଭାରତ ବାହାରେ ରଥଯାତ୍ରା ନେଇ ସହମତ ହୋଇପାରୁ ନ ଥିବା ନେଇ ଇସ୍କନ ଜଣାଇଛି। ଧାର୍ଯ୍ୟ ୯ ଦିନ ମଧ୍ୟରେ ରଥଯାତ୍ରା ନେଇ ସହମତି ହୋଇପାରୁନି ବୋଲି ଲେଖିଛି। ଜ୍ୟେଷ୍ଠ ପୂର୍ଣ୍ଣିମାରେ ଦେଶରେ ଓ ଦେଶ ବାହାରେ ସ୍ନାନଯାତ୍ରା ପାଇଁ ସମ୍ମତ ବୋଲି ଜଣାଇବା ପରେ ଗଜପତି ମହାରାଜା ଆପତ୍ତି ଉଠାଇବା ସହ ପୁଣି ଇସ୍କନ GBC ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଇସ୍କନ GBC ସିଦ୍ଧାନ୍ତର ପୁର୍ନବିଚାର କରୁ। ସମସ୍ତ ଦେଶରେ ଇସ୍କନ ଆଷାଢ଼ ଶୁକ୍ଳ ଦ୍ବିତୀୟାରୁ ୯ ଦିନ ମଧ୍ୟରେ ରଥଯାତ୍ରା କରୁ ବୋଲି ସେ କହିଛନ୍ତି।

Scanned official letter on ISKCON letterhead addressed to Gajapati Maharaja Dibyasingha Deb. Discusses agreement on Snan Yatra dates and proposes 9-day period for Rath Yatra consensus. Mentions international adaptations of festivals and requests review of GBC decisions. Signed by ISKCON Governing Body Commission Chairman. Includes points on scriptural observance and global temple activities.Scanned official letter on ISKCON letterhead addressed to Gajapati Maharaja Dibyasingha Deb. Discusses agreement on Snan Yatra dates and proposes 9-day period for Rath Yatra consensus. Mentions international adaptations of festivals and requests review of GBC decisions. Signed by ISKCON Governing Body Commission Chairman. Includes points on scriptural observance and global temple activities.

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ସାରେ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

Advertisement

ଧରିତ୍ରୀ କାର୍ଟୁନ

Archives

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri