ମାନୁନି ଇସ୍କନ, ପୁଣି ଚିଠି ଲେଖିଲେ ଗଜପତି ମହାରାଜା, ଆପତ୍ତି ଉଠାଇ…

ଭୁବନେଶ୍ୱର,୨୧।୧୦: ମାନୁନି ଇସ୍କନ। ପୁଣି ଥରେ ଗଜପତି ମହାରାଜା ଚିଠି ଲେଖିଛନ୍ତି। ଭାରତ ବାହାରେ ରଥଯାତ୍ରା ନେଇ ସହମତ ହୋଇପାରୁ ନ ଥିବା ନେଇ ଇସ୍କନ ଜଣାଇଛି। ଧାର୍ଯ୍ୟ ୯ ଦିନ ମଧ୍ୟରେ ରଥଯାତ୍ରା ନେଇ ସହମତି ହୋଇପାରୁନି ବୋଲି ଲେଖିଛି। ଜ୍ୟେଷ୍ଠ ପୂର୍ଣ୍ଣିମାରେ ଦେଶରେ ଓ ଦେଶ ବାହାରେ ସ୍ନାନଯାତ୍ରା ପାଇଁ ସମ୍ମତ ବୋଲି ଜଣାଇବା ପରେ ଗଜପତି ମହାରାଜା ଆପତ୍ତି ଉଠାଇବା ସହ ପୁଣି ଇସ୍କନ GBC ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଇସ୍କନ GBC ସିଦ୍ଧାନ୍ତର ପୁର୍ନବିଚାର କରୁ। ସମସ୍ତ ଦେଶରେ ଇସ୍କନ ଆଷାଢ଼ ଶୁକ୍ଳ ଦ୍ବିତୀୟାରୁ ୯ ଦିନ ମଧ୍ୟରେ ରଥଯାତ୍ରା କରୁ ବୋଲି ସେ କହିଛନ୍ତି।

Scanned official letter on ISKCON letterhead addressed to Gajapati Maharaja Dibyasingha Deb. Discusses agreement on Snan Yatra dates and proposes 9-day period for Rath Yatra consensus. Mentions international adaptations of festivals and requests review of GBC decisions. Signed by ISKCON Governing Body Commission Chairman. Includes points on scriptural observance and global temple activities.Scanned official letter on ISKCON letterhead addressed to Gajapati Maharaja Dibyasingha Deb. Discusses agreement on Snan Yatra dates and proposes 9-day period for Rath Yatra consensus. Mentions international adaptations of festivals and requests review of GBC decisions. Signed by ISKCON Governing Body Commission Chairman. Includes points on scriptural observance and global temple activities.

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ନିଷ୍ପତ୍ତି, ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ପାଇଁ ସ୍ଥାନ ପରିବର୍ତ୍ତନ

ନୂଆଦିଲ୍ଲୀ,୫।୧୧: ଡିସେମ୍ବରରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚକୁ ଦିଲ୍ଲୀରୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ମାଲିକଙ୍କ ବାଟ ଚାହିଁ ରହିଥିଲା କୁକୁର, ୧୮ ଦିନ ପରେ ଘଟିଲା…..

ବଡ଼ଗାଁ,୫।୧୧(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଟିକିଲିପଡା ଗାଁ ନିକଟରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରାଜ୍ୟ ରାଜପଥ ପାର୍ଶ୍ବରେ ବନ୍ଦ…

WPL 2027 ଟ୍ରଫିକୁ ନେଇ ବଡ଼ କଥା କହିଲେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୫।୧୧: ମହିଳା ପ୍ରିମିୟର ଲିଗ (WPL) ୨୦୨୭ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଟୁର୍ଣ୍ଣାମେଣ୍ଟ ଜାନୁଆରୀ ୧୪ରୁ ଆରମ୍ଭ ହେବ ଏବଂ ଫେବୃଆରୀ ୭ରେ ଏହାର…

‘ସେ ମୁମ୍ବାଇ ଯାଇ ଫସିଗଲେ…’ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏମିତି କହିଲେ ପୂର୍ବତନ କ୍ରିକେଟର, ହେଲାଣି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୧: ଆଇପିଏଲ (IPL) ୨୦୨୭ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ସହ ରହିବେ ନାହିଁ। ତାଙ୍କର ଅନ୍ୟ ଦଳକୁ ଯିବା (ଟ୍ରେଡ ହେବା) ନେଇ ଚର୍ଚ୍ଚା…

ନବରଙ୍ଗପୁରରେ ଚାଞ୍ଚଲ୍ୟ: ସମାଧି ଖୋଳି କାଟି ନେଲେଗଲେ ଯୁବତୀଙ୍କ ମୁଣ୍ଡ, ମଶାଣିରେ କଲେ…

ନବରଙ୍ଗପୁର,୫।୧୧(ସଦାଶିବ ପ୍ରହରାଜ): ମୃତ୍ୟୁ ପରେ ବି ମିଳିଲାନି ଶାନ୍ତି । ମଶାଣିରେ ସମାଧି ନେଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ୪୨ ଦିନ ପରେ ଖୋଳି ବାହାର କରିବା…

ୟୁରୋପରେ ୧୨ ବିମାନର ଯାତ୍ରୀ ଆତଙ୍କିତ; ପ୍ୟାରିସରୁ ରୋମ ପର୍ଯ୍ୟନ୍ତ ଭୟର ବାତାବରଣ

ପ୍ୟାରିସ,୫।୧୧: ଗୁରୁବାର ୟୁରୋପର ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣିଥରେ ହାଇ ଆଲର୍ଟ ଅବସ୍ଥାରେ ରହିଥିଲେ, କାରଣ ବୋମା ଧମକ ମିଳିବା ପରେ ପ୍ରାୟ ୧୨ଟି ବିମାନର ଗତିପଥ ବଦଳାଇବାକୁ…

ପୋଲିସ ASIଙ୍କ ବାଇକ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ, ନ୍ୟାୟ ପାଇଁ SPଙ୍କ ଦ୍ୱାରସ୍ଥ ହେଲେ ପରିବାର

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର କ୍ରସର ବିଜୁ ଏକ୍ସପ୍ରେସ ରାସ୍ତାରେ ଗତ ୩୧ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ…

ବନ୍ୟାରେ ଛାରଖାର ପୁରୁଷୋତ୍ତମପୁର, ବିପନ୍ନଙ୍କ ଦୁର୍ଦ୍ଦଶା ଦେଖି ସରକାରଙ୍କୁ ଘେରିଲେ ଭକ୍ତ ଦାସ

ପୁରୁଷୋତ୍ତମପୁର,୫।୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୁଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳକୁ ଛାରଖାର କରିଦେଇଛି । ଘରଦ୍ୱାରଠାରୁ ଆରମ୍ଭ କରି ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

Dharitri-Rashifala

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?