ଶିିକୁଳା ଗ୍ରାମକୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଶିକୁଳା ଗ୍ରାମରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ପ୍ରଶାସନ ପକ୍ଷରୁ ଚିହ୍ନଟ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶିକୁଳା ଗ୍ରାମକୁ କଣ୍ଟେଟମେଣ୍ଟ ଜୋନ ଘୋଷଣା କରିଛନ୍ତି। ଏଥିସହ ପଡୋଶି ଗ୍ରାମ ଅରଖପୁର ପଞ୍ଚାୟତର ପାଟଣା ପଲ୍ଲୀ, ବାବରାପୁର, ଅରଖପୁର ଓ ବଡ ବରଗାଁ ପଞ୍ଚାୟତ କରନ୍ଦା ପଲ୍ଲୀ, ରାଣୀଗାଁ ଆଦି ଗ୍ରାମକୁ ବଫର ଜୋନ ଭାବେ ଘୋଷଣା କରିଛନ୍ତି। ଶିକୁଳା ଗ୍ରାମକୁ ସଂଯୋଗ କରୁଥିବା ମୂଖ୍ୟ ରାସ୍ତାରେ ବ୍ୟାରିକେଟ କରି ସମ୍ପୂର୍ଣ୍ଣ ରୁପେ ସିଲ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ ଅଭିଯୋଗ ଶୁଣିଲେ ଜିଲାପାଳ

କାମାକ୍ଷାନଗର,୧୮।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ୧୦୨ଟି...

ହଜିଯାଉଛି କୌଳିକ ବୃତ୍ତି

ପାଟଣା,୨।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଦୁର୍ଗାଦେଇପୁରର ବେହେରା ସାହି ଓ ଟାଇଁଶିରା ବେହେରା ସାହିର ଲୋକେ ଆଜି...

ସ୍ବଚ୍ଛ ହୋଇପାରିନି କିଶୋରନଗର ବ୍ଲକ

ବଇଣ୍ଡା, ୨୩ା୭(ଡି.ଏନ.ଏ.)  କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ଯୋଜନାରେ ଏଯାଏ ସ୍ବଚ୍ଛ ହୋଇପାରିନି ଅନୁଗୋଳ ଜିଲାର କିଶୋରନଗର ବ୍ଲକ। ମୋଟ୍‌ ୨୩ ପଞ୍ଚାୟତ ମଧ୍ୟରୁ କେତୋଟିରେ...

ଭୋଜିଖାଇ ୮୦ରୁ ଊଦ୍ଧର୍‌ବ ଝାଡ଼ାବାନ୍ତିରେ ଆକ୍ରାନ୍ତ

କୁଆମରା,୨୭।୭(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡ଼କେନ୍ଦା ଗ୍ରାମରେ ବୁଧବାର ରାତିରେ ଭୋଜି ଖାଇ ୮୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ...

କରୋନା ନେଲା ଆଇଆଇସିଙ୍କ ଜୀବନ

କୋରାପୁଟ, ୧।୧୦(ସ୍ବ.ପ୍ର): କୋରାପୁଟ ଟାଉନ ଆଇଆଇସି ପୀତବାସ ଧାରୁଆ ଗୁରୁବାର ସକାଳେ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେ ଭୁବନେଶରର ଏକ ବେସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା...

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ : ପାସ୍‌ ହାର ୯୨.୨୧%

କେନ୍ଦୁଝର, ୨ା୬(ସ୍ବ.ପ୍ର.)-ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି ା ପାସ ହାର ରହିଛି ୯୨.୨୧% ରହିଥିବା...

ପୋଷ୍ଟାଲ ଇନ୍ସପେକ୍ଟରଙ୍କୁ ଗିରଫ କଲା ସିବିଆଇ

ରାଇରଙ୍ଗପୁର,୧୫ା୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ଜଣେ ପୋଷ୍ଟାଲ ଇନ୍ସପେକ୍ଟର ଲାଞ୍ଚ ମାମଲାରେ ସିବିଆଇ ଦ୍ୱାରା ମଙ୍ଗଳବାର ଗିରଫ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱର ସିବିଆଇ ଅଫିସର ଏକ...

ସୂଚନା ଅଧିକାର ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ରାୟଗଡ଼ା ଅଫିସ,୧ା୮- ରାୟଗଡ଼ା ଜିଲା ସୂଚନା ଅଧିକାର ଅଭିଯାନ ତରଫରୁ ସୂଚନା ଅଧିକାର ସଂଶୋଧନ ବିଲ ପ୍ରତ୍ୟାହାର ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ...

Advertisement


Archives

Model This Week

Why Dharitri