ନୂଆ ନିର୍ଦ୍ଦେଶନାମା ଜାରି କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧ା୭ (ଡି.ଏନ୍‌.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଅନ୍‌ଲକ୍‌-୨ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ମଙ୍ଗଳବାରଠାରୁ ଏହା କାର୍ଯ୍ୟକାରୀ ହେବ। ଏହି କ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଧ୍ୟ କେତେକ ନିର୍ଦ୍ଦେଶନାମା ମଙ୍ଗଳବାର ଜାରି କରିଛନ୍ତି। ବୁଧବାରଠାରୁ ଜିଲାର ସମସ୍ତ ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା ରହିବ। ପୂର୍ବ ନିଷ୍ପତ୍ତି ପ୍ରକାରେ ଛତ୍ରପୁର ଏନ୍‌ଏସି ଶଟ୍‌ଡାଉନ୍‌ ରହିବ। ବ୍ରହ୍ମପୁର ମହାନଗରରେ ଜାରି ଶଟ୍‌ଡାଉନ୍‌ ବୁଧବାରଠାରୁ ପ୍ରତ୍ୟାହାର ହେବ। ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ କର୍ଯ୍ୟାଳୟକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଜାରି ରହିବ। କରୋନା ପାଇଁ ଜାରି ଗାଇଡ୍‌ଲାଇନ୍‌କୁ କୌଣସି ଦୋକାନୀ ପ୍ରଥମ ଥର ଉଲ୍ଲଂଘନ କଲେ ୧ ହଜାର ଟଙ୍କା ଜରିମାନା ସହ ୭ ଦିନ ପାଇଁ ଦୋକାନକୁ ବନ୍ଦ କରି ଦିଆଯିବ। ଦ୍ୱିତୀୟ ଥର ନିୟମ ଉଲ୍ଲଂଘନ କଲେ ସଂମ୍ପୃକ୍ତ ଦୋକାନୀଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବ। ଏଥିସହ ମାସକ ପାଇଁ ଦୋକାନ ବନ୍ଦ କରାଯିବ। ଜିଲାପାଳ ଏ ସମ୍ପର୍କରେ ଟୁଇଟରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri