ନୂଆ ନିର୍ଦ୍ଦେଶନାମା ଜାରି କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧ା୭ (ଡି.ଏନ୍‌.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଅନ୍‌ଲକ୍‌-୨ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ମଙ୍ଗଳବାରଠାରୁ ଏହା କାର୍ଯ୍ୟକାରୀ ହେବ। ଏହି କ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଧ୍ୟ କେତେକ ନିର୍ଦ୍ଦେଶନାମା ମଙ୍ଗଳବାର ଜାରି କରିଛନ୍ତି। ବୁଧବାରଠାରୁ ଜିଲାର ସମସ୍ତ ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା ରହିବ। ପୂର୍ବ ନିଷ୍ପତ୍ତି ପ୍ରକାରେ ଛତ୍ରପୁର ଏନ୍‌ଏସି ଶଟ୍‌ଡାଉନ୍‌ ରହିବ। ବ୍ରହ୍ମପୁର ମହାନଗରରେ ଜାରି ଶଟ୍‌ଡାଉନ୍‌ ବୁଧବାରଠାରୁ ପ୍ରତ୍ୟାହାର ହେବ। ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ କର୍ଯ୍ୟାଳୟକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଜାରି ରହିବ। କରୋନା ପାଇଁ ଜାରି ଗାଇଡ୍‌ଲାଇନ୍‌କୁ କୌଣସି ଦୋକାନୀ ପ୍ରଥମ ଥର ଉଲ୍ଲଂଘନ କଲେ ୧ ହଜାର ଟଙ୍କା ଜରିମାନା ସହ ୭ ଦିନ ପାଇଁ ଦୋକାନକୁ ବନ୍ଦ କରି ଦିଆଯିବ। ଦ୍ୱିତୀୟ ଥର ନିୟମ ଉଲ୍ଲଂଘନ କଲେ ସଂମ୍ପୃକ୍ତ ଦୋକାନୀଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବ। ଏଥିସହ ମାସକ ପାଇଁ ଦୋକାନ ବନ୍ଦ କରାଯିବ। ଜିଲାପାଳ ଏ ସମ୍ପର୍କରେ ଟୁଇଟରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନ ମାଈଁ-ଭଣଜାଙ୍କ ପ୍ରେମ ସମ୍ପର୍କ ଧରାପଡ଼ିବାରୁ ଡବର୍ଲ ମର୍ଡର, ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ବ୍ରହ୍ମପୁର,୨୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳରେ ୨୦୨୪ରେ ମା’ ଓ ୭ ବର୍ଷୀୟ ପୁଅଙ୍କୁ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି।…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri