ଛତ୍ରପୁର ବିଡିଓଙ୍କୁ କାରଣ ଦର୍ଶାଅ ନୋଟିସ ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯୧୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବିଡିିଓ ଅମ୍ବିକା ପ୍ରସାଦ ଦାଶଙ୍କୁ କାରଣ ଦର୍ଶାଅ ନୋଟିସ (ନଂ ୬୮୪୯) ଜାରି ହୋଇଛି। ସରକାରୀ କାର୍ଯ୍ୟରେ ଦାୟିତ୍ୱହୀନତା ଓ ଆଳସ୍ୟ ପରାୟଣ ମନୋଭାବ ଯୋଗୁ ତାଙ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ନୋଟିସ ଜାରି ହୋଇଥିବା ଜଣାପଡ଼ିଛି। ୭ଦିନ ମଧ୍ୟରେ ନୋଟିସର ଉତ୍ତର ଦେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ଉଠିଲା ମାଟି

ଢେଙ୍କିକୋଟ,୨୩।୮(ଡି.ଏନ୍‌.ଏ.): ପବିତ୍ର ଜନ୍ମାଷ୍ଟମୀ ଓ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ମାଟି ଉଠାଯାଇଥାଏ। ଏ ନେଇ କେନ୍ଦୁଝର ଜିଲା...

ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ଜିଲାରେ ଅବାଧ ଏବଂ ନିରପେକ୍ଷ ନିର୍ବାଚନ ପରିଚାଳନା ଲାଗି ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟରେ...

କରୋନା ବଦଳାଇ ଦେଲା ବେଉସା: କବାଡ଼ି ବ୍ୟବସାୟୀ ବିକିଲେ ପରିବା

ରସୁଲପୁର,୯।୪(ଡିଏନଏ)- କରୋନା ପ୍ରଭାବରେ ସବୁକିଛି ଠପ୍‌ ହୋଇଯାଇଛି। ଛୋଟମୋଟ ବ୍ୟବସାୟରୁ ଆରମ୍ଭ କରି ବଡ଼ବଡ଼ ଶିଳ୍ପସଂସ୍ଥାରେ ତାଲା ଝୁଲୁଛି। ଏହାଦ୍ୱାରା ଅଧିକ ପ୍ରଭାବିତ ହୋଇଛନ୍ତି ଦିନ...

ପଞ୍ଚାୟତ କାର୍ଯ୍ୟାଳୟରୁ ୫ ଲକ୍ଷ ଟଙ୍କାର କୋଭିଡ୍‌ ସାମଗ୍ରୀ ଚୋରି

ପରଜଙ୍ଗ,୩।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅନ୍ତର୍ଗତ ପଙ୍ଗାତିରା ପଞ୍ଚାୟତ କାର୍ଯ୍ୟାଳୟରୁ ବିପୁଳ ପରିମାଣର କୋଭିଡ ସାମଗ୍ରୀ ଚୋରି ହୋଇଛି। ଏନେଇ ଥାନାରେ...

ଶୃଙ୍ଖଳା ଉତ୍ତମ ଭବିଷ୍ୟତ ଗଠନର ପ୍ରଥମ ପାହାଚ

ରାଇକିଆ,୨୩ା୧୨(ଡ଼ି.ଏନ.ଏ)-ଶଙ୍ଖଳିତ ଛାତ୍ର ଜୀବନ ଉତ୍ତମ ଭବିଷ୍ୟତ ଗଠନରେ ସହାୟକ ହୋଇଥାଏ। ଏହା ହିଁ ସଫଳତାର ପ୍ରଥମ ପାହାଚ ଏବଂ ମୂଳଦୂଆ ବୋଲି ଶନିବାର ରାଇକିଆ ସରସ୍ବତୀ...

ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀ ଉଦ୍ଧାର

ଢେଙ୍କାନାଳ ଅଫିସ,୧୮ା୨: ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଶୁକ୍ରବାର ସକାଳୁ ଉଦ୍ଧାର କରାଯାଇଛି। ସିମିଳିଆ ଓଭର ବ୍ରିଜ୍‌ ନିକଟରୁ ପୋଲିସ ଉଦ୍ଧାରକରିଛି। ବନ୍ଧୁକ...

ଜନ୍ମମାଟିରେ ହେବ ବିଧାୟକଙ୍କ ଶେଷକୃତ୍ୟ

ବରଗଡ ଅଫିସ,୪।୧୦: ବରଗଡ ଜିଲା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କର ମଙ୍ଗଳବାର ଶେଷକୃତ୍ୟ ହେବ। ବିଧାୟକଙ୍କ ପାର୍ଥିବ ଶରୀରକୁ ପଦ୍ମପୁର ରାଜଘାଟକୁ...

ଅଲିଭ୍‌ରିଡେ୍‌ଲଙ୍କ ଗଣଅଣ୍ଡାଦାନ ଅପେକ୍ଷାରେ ଗହୀରମଥା

ରାଜନଗର, ୧ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ୍‌ରିଡ୍‌ଲେ ଅନ୍ତଃସତ୍ତ୍ୱା କଇଁଛମାନଙ୍କ ଅଣ୍ଡାଦାନ ପର୍ବ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଛି। ଏଥିପାଇଁ ସାମୁଦ୍ରିକ ଅଭୟାରଣ୍ୟର...

Advertisement
Archives

Model This Week