ଛତ୍ରପୁର ବିଡିଓଙ୍କୁ କାରଣ ଦର୍ଶାଅ ନୋଟିସ ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯୧୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବିଡିିଓ ଅମ୍ବିକା ପ୍ରସାଦ ଦାଶଙ୍କୁ କାରଣ ଦର୍ଶାଅ ନୋଟିସ (ନଂ ୬୮୪୯) ଜାରି ହୋଇଛି। ସରକାରୀ କାର୍ଯ୍ୟରେ ଦାୟିତ୍ୱହୀନତା ଓ ଆଳସ୍ୟ ପରାୟଣ ମନୋଭାବ ଯୋଗୁ ତାଙ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ନୋଟିସ ଜାରି ହୋଇଥିବା ଜଣାପଡ଼ିଛି। ୭ଦିନ ମଧ୍ୟରେ ନୋଟିସର ଉତ୍ତର ଦେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଭାଇ ଆତ୍ମହତ୍ୟା କରୁଥିବା ଦେଖି ମଧ୍ୟ ବଞ୍ଚାଇ ପାରିଲେନି ବଡ଼ଭାଇ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଶାସ୍ତ୍ରୀନଗରର ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ପୋଲିସ ସୂତ୍ରରୁ ପ୍ରକାଶ,...

ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଧର୍ମଘଟ

ଗଞ୍ଜାମ,୧୫ା୭(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦରଦାମ୍‌ ବୃଦ୍ଧି ଘଟି ଚାଲିଛି। ଏଥି ସହିତ ଡିଜେଲ ଓ ପେଟ୍ରୋଲ ଦର୍‌ ଶହେ ଟପିଲାଣି। ଏହାର...

୨ ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚିଲେ ପ୍ରବାସୀ

ବଲାଙ୍ଗୀର ଅଫିସ, ୧ା୬: ବଲାଙ୍ଗୀର ରେଳଷ୍ଟେଶନ୍‌ରେ ରବିବାର ରାତିରେ ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଥିଲା। ତାମିଲନାଡୁର ତିରପୁରରୁ ରାଉରକେଲା ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌...

ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ...

ସାକ୍ଷୀଗୋପାଳ ଡାକ୍ତରଖାନାରୁ ବିଶୋଧନ ଆରମ୍ଭ

ସାକ୍ଷୀଗୋପାଳ,୨୮ା୩(ଡି.ଏନ୍‌.ଏ.)- କରୋନା ସତର୍କତା ପାଇଁ ସାକ୍ଷୀଗୋପାଳ ସରକାରୀ ଡାକ୍ତରଖାନାରେ ଶୁକ୍ରବାର ବିଶୋଧନ କାମ ଆରମ୍ଭ ହୋଇଛି। ସଂକ୍ରମଣ ରୋକିବା ସହିତ ଡାକ୍ତରଖାନା ପରିସର ସ୍ବଚ୍ଛତା ନିମନ୍ତେ...

ଗଞ୍ଜାମରେ କରୋନାରେ ଗୁରୁତର ୬୧ ଜଣଙ୍କୁ ଦିଆଗଲାଣି ପ୍ଲାଜମା ଥେରାପି

ଛତ୍ରପୁର, ୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଗୁରୁତର ୬୧ ରୋଗୀଙ୍କୁ ପ୍ଲାଜମା ଥେରାପି ଦିଆଗଲାଣି। ଜିଲାର ଶିତଳାପଲ୍ଲିସ୍ଥିତ କୋଭିଡ୍‌ ହସ୍ପିଟାଲରେ ଏହି ଗୁରୁତରମାନେ ଚିକିତ୍ସିତ ହେଉଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ମାସର ଦରମା ଦେଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ,୨୬।୩: କରୋନା ମୁକାବିଲା ଲାଗି ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଗୁରୁବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କରିଛନ୍ତି। ଏ...

କାଳିଆ କେଳେଙ୍କାରୀ: ୧୭,୧୭୬ ଅଯୋଗ୍ୟ ହିତାଧିକାରୀ

ଢେଙ୍କାନାଳ ଅଫିସ, ୨୩।୯: ‘କାଳିଆ’ କେଳେଙ୍କାରୀକୁ ନେଇ ଅଡୁଆରେ ପଡ଼ିଛନ୍ତି ରାଜ୍ୟ ସରକାର। ଯୁଆଡ଼େ ଉଣ୍ଡିଲେ ଯୋଜନାରେ ବାରି ହେଉଛି ଦୁର୍ନୀତିର ଗନ୍ଧ। ଦିନ ଯେତିକି ଗଡୁଛି...

Advertisement


Archives

Model This Week