କୋଭିଡ୍‌ ହସ୍ପିଟାଲ ରୋଗୀଙ୍କ ସହ କଥା ହେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲରେ ଥିବା କରୋନା ରୋଗୀଙ୍କ ସହ ଭିଡିଓ କଲ୍‌ରେ ଜିଲାପାଳ ବିଜୟା ଅମୃତା କୁଲାଙ୍ଗେ ରବିବାର କଥା ହୋଇଛନ୍ତି। ସେଠାରେ ଚାଲିଥିବା ଡାକ୍ତରୀ ଚିକିତ୍ସା, ଖାଦ୍ୟ ଓ ପରିମଳ ଉପରେ ରୋଗୀମାନଙ୍କୁ ପଚାରି ବୁଝିଛନ୍ତି। ବ୍ରହ୍ମପୁର ତହସିଲଦାର ପିପିଇ କିଟ୍‌ ପିନ୍ଧି ଉକ୍ତ ହସ୍ପିଟାଲ ଭିତରକୁ ଯାଇଥିଲେ। ଜିଲାପାଳ ଓ କୋଭିଡ୍‌ ହସ୍ପିଟାଲରେ ଥିବା ରୋଗୀଙ୍କ ମଧ୍ୟରେ କଥା ହେବା ପାଇଁ ସେ ଭିଡିଓ କଲ୍‌ର ବ୍ୟବସ୍ଥା କରାଇଥିଲେ। ତେବେ ତହସିଲଦାରଙ୍କ ଏହି ପରିଦର୍ଶନ ଅଚାନକ ଥିଲା ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ରେଳ ସମସ୍ୟା : ଡିଆରଏମ୍‌ଙ୍କୁ ଭେଟିଲେ ବିଧାୟକ

ଛତ୍ରପୁର,୫ା୧୧(ଡି.ଏନ.ଏ.)-ଛତ୍ରପୁର ନିର୍ବାଚନମଣ୍ଡଳୀରେ ବିଭିନ୍ନ ରେଳ ସମସ୍ୟା ନେଇ ସ୍ଥାନୀୟ ବିଧାୟକ ସୁବାସଚନ୍ଦ୍ର ବେହେରା ସୋମବାର ଖୋର୍ଦ୍ଧା ଡିଆରଏମ୍‌ ଶଶିକାନ୍ତ ସିଂଙ୍କ ସହ ଆଲୋଚନା କରିଛନ୍ତିି ା...

ଆଜି ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳ ପରିଦର୍ଶନରେ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକ୍କୁଟ ପ୍ରଜନନ ଓ ଗବେଷଣା କେନ୍ଦ୍ର ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହେବାପରଠାରୁ...

୭,୨୫୮ ପିଲାଙ୍କୁ ମିଳିବ କାଳିଆ ଛାତ୍ର ବୃତ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘କାଳିଆ ଛାତ୍ରବୃତ୍ତି’ ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ରାଜ୍ୟରେ ମୋଟ ୭,୨୫୮...

ଲେଫ୍ଟନାଣ୍ଟ ଜେନେରାଲ କେ.ପି. ଧଳସାମନ୍ତଙ୍କ ପରଲୋକ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଅବସରପ୍ରାପ୍ତ ସେନା ଅଧିକାରୀ ଲେଫ୍ଟନାଣ୍ଟ ଜେନେରାଲ କେ.ପି. ଧଳସାମନ୍ତଙ୍କର ସୋମବାର ସକାଳେ ପରଲୋକ ଘଟିଛି। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...

ରାଜ୍ୟ ସରକାରଙ୍କ ଅକ୍ଟୋବର ଗାଇଡଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା କ’ଣ ପଡିବ ତାଲା

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ଅକ୍ଟୋବର ମାସ ପାଇଁ ରାଜ୍ୟ ସରକାର ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି। କଣ୍ଟେନମେଣ୍ଟ ଜୋନରେ ଅକ୍ଟୋବର ୩୧ ଯାଏ ଲକଡାଉନ ବଳବତ୍ତର ରହିବ। ପୂର୍ବଭଳି ରାଜ୍ୟରେ...

ଅନାବୃଷ୍ଟି ଦାଉ ସାଧିଲାଣି: ମୁଣ୍ଡରେ ହାତଦେଲେଣି ଚାଷୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): କରୋନା ମହାମାରୀ ଅସ୍ତବ୍ୟସ୍ତ କରୁଥିବା ବେଳେ ରାଜ୍ୟରେ ଅନାବୃଷ୍ଟି ଚାଷ ପାଇଁ ଘାତକ ହେଲାଣି। ଜୁଲାଇ ଶେଷ ହେବାକୁ ବସିଥିବା ବେଳେ ରାଜ୍ୟର ଅଧା...

ତାଜା ଭୁଶୁଡ଼ି ୩ ମହିଳା ଆହତ

ନୟାଗଡ଼ ଅଫିସ,୧୪।୮- ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ଶରଧାପୁର ଗ୍ରାମରେ ଘରର ତାଜା ଭୁଶୁଡ଼ି ୩ ଜଣ ମହିଳା ଆହତ ହୋଇଛନ୍ତି। ସେମାନେ ହେଲେ ଶରଧାପୁର...

ଅନୁକୂଳ ପାଗ ବଢ଼ାଇଛି ଅଭିବୃଦ୍ଧି ଆଶା

ଅନୁଗୋଳ ଅଫିସ, ୨୪ା୬:  ବାତ୍ୟା ୟାସ୍‌ ଯୋଗୁ ପୂର୍ବରୁ ଜମି ଭିଜିଯାଇଥିଲା। ମୌସୁମୀ ମଧ୍ୟ ନିର୍ଦ୍ଧାରିତ ସମୟରେ ଆସିଲା। କିଛିଦିନ ଧରି ଜିଲାରେ ବର୍ଷା ଲାଗିରହିଥିବାରୁ ଚଳିତବର୍ଷ...

Advertisement


Archives

Model This Week