ଫଟୋ ଉଠାଇ ଚର୍ଚ୍ଚାରେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୧୫।(ଡି.ଏନ.ଏ): ଗଞ୍ଜାମ ସହରଠାରୁ କିଛି ଦୂରରେ ଥିବା ଐତିହାସିକ ପୋତାଗଡ଼ ଉନ୍ନତିକରଣ କାର୍ଯ୍ୟ ଜୋରସୋରରେ ଚାଲିଛି।ଏହାକୁ ତଦାରଖ କରୁଛନ୍ତି ଖୋଦ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ପୋତାଗଡ଼ ଗ୍ରସ୍ତରେ ଆସିଥିବା ଜିଲାପାଳ ଋଷିକୁଲ୍ୟା ବାଲୁକା ଶର୍ଯ୍ୟାରେ ବିରଳ ମଙ୍ଗୋଲିଆ ପକ୍ଷୀ ଦେଖି ବିଭୋର ହୋଇ ପଡିବା ସହ ସଙ୍ଗେ ସଙ୍ଗେ ଫଟୋ ଉଠାଇ ଥିଲେ। ଗତ ତାମ୍ପରା ଗ୍ରସ୍ତ ସମୟରେ ମଧ୍ୟ ଜିଲାପାଳ ଫୋଟସୁଟ କରିଥିଲେ। ଜିଲାପାଳଙ୍କ ଏଭଳି ଫଟୋ ଉତ୍ତୋଳନକୁ ନେଇ ଚର୍ଚ୍ଚା ଜୋର ଧରିିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଫେସର ପ୍ରଭାତ କୁମାର ରାଉଳ ହେଲେ ଓୟୁଏଟିର ନୂତନ କୁଳପତି

ଭୁବନେଶ୍ୱର,୯।୯(ବ୍ୟୁରୋ): ଓଡ଼ିଶା କୃଷି ଏବଂ ପ୍ରଯୁକ୍ତିବିଦ୍ୟା(ଓୟୁଏଟି)ର ନୂତନ କୂଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପ୍ରଫେସର...

ଚେତିଲା ଶକ୍ତିସୁଗାର, ପାର୍କିଂ ରାସ୍ତାରେ ବାଡ଼

ଢେଙ୍କାନାଳ ଅଫିସ, ୧୦।୫ – ଖୋର୍ଦ୍ଧାରୁ ସ୍ପିରିଟ୍‌ ନେବାକୁ ଆସି ଢେଙ୍କାନାଳ ଶକ୍ତିସୁଗାର କମ୍ପାନୀ ମୁଖ୍ୟଫାଟକ ସମ୍ମୁଖ ପାର୍କିଂ ଅଞ୍ଚଳରେ ଦେଢ଼ମାସ ହେଲା ରହିଥିବା ୩...

ଆନ୍ତଃରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତର ପ୍ରକଳ୍ପ ବିଫଳ: ମାସେ ଭିତରେ ଫେରିଯିବ ‘ସୁନ୍ଦରୀ’

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ସାତକୋଶିଆରେ ଥିବା ବାଘୁଣୀ ‘ସୁନ୍ଦରୀ’ ମାସକ ଭିତରେ ମଧ୍ୟପ୍ରଦେଶ ଫେରିଯିବ। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ତୃତୀୟ ଚିଠି ଲେଖିଛନ୍ତି।...

ଅସ୍ଥାୟୀ କୋଭିଡ କିଓସ୍କ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ, ୧୮ା୧୧ – ବଲାଙ୍ଗୀର ଭାଗିରଥି ଛକ ନିକଟ ରିଲାଏନ୍ସ ସ୍କାର୍ଟ ସମ୍ମୁଖରେ ଏକ ଅସ୍ଥାୟୀ କୋଭିଡ କିଓସ୍କ ଉଦ୍‌ଘାଟିତ ହୋଇଛି। ଜିଲା ଗ୍ରାମ୍ୟ...

ମିଳିତ ଅଭିଯୋଗ ଶୁଣାଣିରେ ଅବ୍ୟବସ୍ଥା

ଛତ୍ରପୁର,୩ା୩(ଡି.ଏନ.ଏ.) ମାସର ପ୍ରଥମ ସୋମବାର ଛତ୍ରପୁରଠାରେ ଜିଲାପାଳ ଓ ଗଞ୍ଜାମ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେଉଛି ା କେବଳ ଛତ୍ରପୁର ସବଡିଭିଜନ...

ଆଜି ମା’ଙ୍କ ମହାନବମୀ ପୂଜା

ଭୁବନେଶ୍ୱର, ୭ା୧୦(ବ୍ୟୁରୋ)- ସୋମବାର ପୂଜା ମଣ୍ଡପଗୁଡ଼ିକରେ ଉତ୍ସାହର ସହ ଚାଲିଛି ଜଗଜ୍ଜନନୀ ମା’ ଦୁର୍ଗାଙ୍କ ମହାନବମୀ ପୂଜା। ପ୍ରାତଃ ୫ଟା ୩୨ରେ ମଙ୍ଗଳ ଆଳତି, ପ୍ରାତଃ...

ଶିଶୁ ଅପହରଣ କରି ବିକ୍ରି ଘଟଣା: ୨ ମହିଳାଙ୍କ ସମେତ ୬ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୪ା୯-ବ୍ରହ୍ମପୁର ସହରରେ ଶିଶୁ ଅପହରଣ ଓ ପରେ ବିକ୍ରି ଘଟଣାର ପର୍ଦ୍ଦାଫାଶ କରିଛି ଗୋଷାଣି ନୂଆଗାଁ ପୋଲିସ। ପୂରା ଘଟଣାକ୍ରମରେ ସମ୍ପୃକ୍ତ ଥିବା ୨...

ସ୍ଥାନାନ୍ତର ହେବ ୧ ନମ୍ବର ପରିବା ହାଟ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ୧ ନମ୍ବର ପରିବା ହାଟ ସ୍ଥାନାନ୍ତର ହେବ। ସହର ଉପକଣ୍ଠ ଭଗବାନପୁରକୁ ଏହା ସ୍ଥାନାନ୍ତରିତ ହେବ। ଏଥିପାଇଁ ସେଠାରେ ୧୦ ଏକର ଜମି...

Advertisement
Archives

Model This Week