ଫଟୋ ଉଠାଇ ଚର୍ଚ୍ଚାରେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୧୫।(ଡି.ଏନ.ଏ): ଗଞ୍ଜାମ ସହରଠାରୁ କିଛି ଦୂରରେ ଥିବା ଐତିହାସିକ ପୋତାଗଡ଼ ଉନ୍ନତିକରଣ କାର୍ଯ୍ୟ ଜୋରସୋରରେ ଚାଲିଛି।ଏହାକୁ ତଦାରଖ କରୁଛନ୍ତି ଖୋଦ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ପୋତାଗଡ଼ ଗ୍ରସ୍ତରେ ଆସିଥିବା ଜିଲାପାଳ ଋଷିକୁଲ୍ୟା ବାଲୁକା ଶର୍ଯ୍ୟାରେ ବିରଳ ମଙ୍ଗୋଲିଆ ପକ୍ଷୀ ଦେଖି ବିଭୋର ହୋଇ ପଡିବା ସହ ସଙ୍ଗେ ସଙ୍ଗେ ଫଟୋ ଉଠାଇ ଥିଲେ। ଗତ ତାମ୍ପରା ଗ୍ରସ୍ତ ସମୟରେ ମଧ୍ୟ ଜିଲାପାଳ ଫୋଟସୁଟ କରିଥିଲେ। ଜିଲାପାଳଙ୍କ ଏଭଳି ଫଟୋ ଉତ୍ତୋଳନକୁ ନେଇ ଚର୍ଚ୍ଚା ଜୋର ଧରିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ: ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୩ା୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର...

ଶାଗୁଆନ ପଟା ସହ ଅଟୋ ଜବତ, ଚାଳକ ଫେରାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ। ,୪।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଶାଗୁଆନ କାଠପଟା ବୋଝେଇ ଅଟୋକୁ ବନ ବିଭାଗ ଜବତ କରିଛି । ଘଟଣାସ୍ଥଳରୁ...

ଭୋକିଲା ଜୀବଜନ୍ତୁଙ୍କୁ ଖାଦ୍ୟ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବ୍ୟୟବରାଦ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- କୋଭିଡ୍‌-୧୯ ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ବୁଲା ଜୀବଜନ୍ତୁ ଏହି ଲକ୍‌ଡାଉନ ସମୟରେ ଭୋକ ଉପାସରେ ରହୁଥିବା ଜଣାପଡିଛି। ଏହାକୁ ଦୃଷ୍ଟିରେ...

ଆଲିପୁର ସରପଞ୍ଚ ପଦବୀ ଅସିଦ୍ଧ ଘୋଷଣା

ଆସିକା,୨୬ା୨(ଡି.ଏନ୍‌.ଏ.) – ଆସିକା ବ୍ଲକ ଆଲିପୁର ପଞ୍ଚାୟତ ନିର୍ବାଚନକୁ ନେଇ ହୋଇଥିବା ଏକ ମାମଲାର ବିଚାରକରି ମଙ୍ଗଳବାର ଆସିକାର ଅତିରିକ୍ତ ଜିଲାଜଜ୍‌ ରାଜଲକ୍ଷ୍ମୀ ପଟ୍ଟନାୟକ ସରପଞ୍ଚ...

୪ଦଫା ଦାବି ନେଇ ବିଡିଓଙ୍କୁ ସ୍ମାରକପତ୍ର

ନିଶ୍ଚିନ୍ତକୋଇଲି,୯।୬(ସ୍ବ.ପ୍ର.): ୪ଦଫା ଦାବିରେ ମଙ୍ଗଳବାର କଟକ ଜିଲା ନିଶ୍ଚିନ୍ତକୋଇଲି ବିଶ୍ୱନିରାମୟ ନିର୍ମାଣ ଓ ଅନ୍ୟାନ୍ୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଏକ ସ୍ମାରକ ପତ୍ର ବିଡିଓ କର୍ଣ୍ଣଦେବ...

ଚୋରି ମୋବାଇଲ ଜବତ, ୨ ଅଭିଯୁକ୍ତ ଗିରଫ

କେନ୍ଦୁଝର, ୪ା୯(ସ୍ବ.ପ୍ର.): କେନ୍ଦୁଝର ସହର ଆର୍‌ଟିଓ ଅଫିସ ସମ୍ମୁଖ ହେଲୋ ହୋମ ନାମକ ଏକ ମୋବାଇଲ ଦୋକାନରୁ ଅଗଷ୍ଟ ୨୬ରେ ମୋବାଇଲ ଫୋନ ଚୋରି ହୋଇଥିଲା।...

ଜୈବିକ ସାର ପ୍ରସ୍ତୁତ କରି କରନ୍ତି ଚାଷ

ବଉଳା, ୧୨। ୩(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢ଼େଙ୍କା ପଞ୍ଚାୟତର ଡେଙ୍ଗାଚୁଆ ଗ୍ରାମର ଆଦିବାସୀ ଯୁବକ ଗୋବିନ୍ଦ ମାଝୀ ଜୈବିକ ସାର ପ୍ରସ୍ତୁତ କରି ତାକୁ...

ବିଧାନସଭା ବିବରଣୀ କମ୍ପ୍ୟୁଟରୀକୃତ ହେବ

ଭୁବନେଶ୍ୱର, ୧୬ା୨ (ବ୍ୟୁରୋ):ପୂର୍ବରୁ ଓଡ଼ିଶା ବିଧାନସଭାର ବିବରଣୀ ହାତରେ ଲେଖା ଯାଉଥିଲା ା କିନ୍ତୁ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଏଣିକି ହାତଲେଖା...

Advertisement


Archives

Model This Week