ଗଞ୍ଜାମ ଏନ୍‌ଏସିରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ଗଞ୍ଜାମ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳର ଡ୍ରେନଜ ବ୍ୟବସ୍ତା ଠିକ୍‌ ନ ଥିବା ଯୋଗୁ ଅସରାଏ ବର୍ଷାରେ ଗାଁ ଦାଣ୍ଡରେ ଜଳ ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ସହରର ବିଭିନ୍ନ ସ୍ଥାନରେ ଏହି ଜଳ ନିଷ୍କାସିତ ହୋଇ ନ ପାରି ଦୁର୍ଗନ୍ଧ ହେଉଛି। ଦୀର୍ଘ ୧୫ ବର୍ଷରୁ ଊଦ୍ଧର୍‌ବ ହେବ ସହରର ମୁଖ୍ୟ ଡ୍ରେନ୍‌ ପୁନଃ ଉଦ୍ଧାର କରାଯିବା ଲାଗି ସ୍ଥାନୀୟ ଅଞ୍ଚଳବାସୀ ଏନ୍‌ଏସି ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କରି ଆସୁଛନ୍ତି। ମାତ୍ର କୌଣସି ସୁଫଳ ମିଳୁ ନ ଥିବା କହିଛନ୍ତି। ସେହିପରି ପୁଇଁତୋଳା ଓ ଷ୍ଟେଶନ ରୋଡ଼ଠାରେ ଦୀର୍ଘ ଦିନର ବର୍ଷାଜଳ ଜମି ରହିଛି । ଡ୍ରେନେଜଗୁଡିକ ଶୀଘ୍ର ମରାମତି ପାଇଁ ଜନ ସାଧାରଣ ଦାବି କରିଛନ୍ତି।ଏ ସମ୍ପର୍କେ ଏନଏସି ଇଓ ପ୍ରଭୁ କଲ୍ୟାଣ ଦାସଙ୍କୁ ପଚାରିବାରୁ ଜଳ ଜମୁଥିବା ସ୍ଥାନରେ ଡ୍ରେନେଜ୍‌ ନିର୍ମାଣ ପାଇଁ ପ୍ରୋଜେକ୍ଟ ହୋଇଛି । ବର୍ତ୍ତମାନ କରୋନା ମୁକାବିଲା ପାଇଁ ବନ୍ଦ ରହିଛି l ଖୁବ୍‌ ଶୀଘ୍ର ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri