ସବ୍‌ଜେଲ୍‌ ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଜେଲକୁ ଶୁକ୍ରବାର ଅଚାନକ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନ କରିଛନ୍ତି। ସେଠାରେ ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ଅନୁଧ୍ୟାନ କରିଥିଲେ।