ଗ୍ୟାସ୍‌ ଟାଙ୍କି ଫାଟି ଜଳିଗଲା ଏକାଧିକ ଦୋକାନ

ଭୁବନେଶ୍ୱର,୩।୯: ଗ୍ୟାସ୍‌ ଟାଙ୍କି ଫାଟି ନିଆଁ ଲାଗିଯିବାରୁ ଭିଏସଏସ୍‌ ନଗର ପାଣିଟାଙ୍କି ସମ୍ମୁଖରେ ଥିବା ଏକାଧିକ ଦୋକାନ ଜଳିଯାଇଛି। ଶୁକ୍ରବାର ଅପରାହ୍ନରେ ଫଳ ଦୋକାନୀ ରୋଷେଇ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଉକ୍ତ ଅଗ୍ନିକାଣ୍ଡର ଭୟାବହତା ଏତେ ଅଧିକ ଥିଲା ଯେ ଆଖି ପିଛୁଳାକେ ଫଳଦୋକାନ ସହ ସଂଲଗ୍ନ ଏକ ପାନଦୋକାନ ଓ ଅନ୍ୟ ଏକ ଦୋକାନକୁ ମାଡ଼ିଯାଇଥିଲା। ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ନେଇ ଅଗ୍ନିଶମ କର୍ମଚାରୀମାନେ ଆକଳନ କରିଛନ୍ତି। ଅଗ୍ନିକାଣ୍ଡ ଖବର ପାଇ ସ୍ଥାନୀୟ ବାସିନ୍ଦା ତଥା ୱାର୍ଡ ନଂ. ୧୧ର କର୍ପୋରେଟର ପ୍ରଭାସିନୀ ମହାନ୍ତି ଘଟଣାସ୍ଥଳରେ ପହଞ୍ଚତ୍ ଅଗ୍ନିଶମ ବାହିନୀଙ୍କୁ ଯୋଗାଯୋଗ କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ। କିଛି ସମୟ ମଧ୍ୟରେ ଚନ୍ଦ୍ରଶେଖରପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତାବରରେ ଅଖିମୁଠି ଅନୁକୂଳ କଲେ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷାପୁଅ ଅଖିମୁଠି ଅନୁକୂଳ କରିଥାଏ । ଏହି ଅବସରରେ ଖୋର୍ଦ୍ଧା...

କଟକରେ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୭।୭: କଟକ ସହରରେ ଶୁକ୍ରବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତ ସଂଖ୍ୟା ୩୨୩କୁ ବୃଦ୍ଧି ପାଇଛି।...

ଇଡ୍‌କଲ ଡିଏମ୍‌ ଗୟା ସାଁନ୍ତରା ଗିରଫ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଇଡ୍‌କଲ ଡେପୁଟି ମ୍ୟାନେଜର(ଡିଏମ୍‌) ଗୟା ସାଁନ୍ତରାଙ୍କୁ ଗୁରୁବାର ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।...

ଓଭରଲୋଡ୍‌ ସ୍କୁଲ ଗାଡ଼ିର ହେବ କଡ଼ା ଯାଞ୍ଚ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସ୍କୁଲ ବସ୍‌ ଓ ଅଟୋରେ ଯାଉଥିବା ଛାତ୍ରୀଛାତ୍ରଙ୍କ ଓଭରଲୋଡିଂକୁ ନେଇ କଡ଼ାକଡ଼ି ଯାଞ୍ଚ କରାଯିବ। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସମସ୍ତ ଆଞ୍ଚଳିକ...

‘ବନ୍ୟା ପରେ ଜଳବାହିତ ରୋଗ ବ୍ୟାପିବାର ଆଶଙ୍କା’

ଭୁବନେଶ୍ୱର, ୨୫।୮ (ବ୍ୟୁରୋ): ରାଜ୍ୟରେ ବନ୍ୟାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ସେ କହିଛନ୍ତି, ବନ୍ୟା ପରେ ଜଳବାହିତ ରୋଗ...

ଧନ୍ଦାମୂଳକ ଶିକ୍ଷାର ଚାହିଦା ନାହିଁ

ବ୍ରହ୍ମପୁର ଅଫିସ୍‌,୩ା୮-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦକ୍ଷତା ବିକାଶ ଏବଂ ସେମାନଙ୍କୁ ଆମତ୍ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ନିର୍ଦ୍ଦିଷ୍ଟ କଲେଜଗୁଡ଼ିକରେ ରହିଛି ଧନ୍ଦାମୂଳକ ଶିକ୍ଷା । ଦଶମ ଶ୍ରେଣୀ ପାସ୍‌...

ସୂର୍ଯ୍ୟ ପାତ୍ର ହେଲେ ବାଚସ୍ପତି କ୍ଷମତା ସମୀକ୍ଷା କମିଟି ସଦସ୍ୟ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଲୋକ ସଭା ବାଚସ୍ପତି ତଥା ଅଖିଳ ଭାରତ ବାଚସ୍ପତି ସମ୍ମିଳନୀର ଅଧ୍ୟକ୍ଷ ଓମ୍‌ପ୍ରକାଶ ବିର୍ଲା ବାଚସ୍ପତିମାନଙ୍କର ଏକ କ୍ଷମତା ସମୀକ୍ଷା କମିଟି ଗଠନ କରିଛନ୍ତି।...

ଚାଲି ଚାଲି ଗ୍ରାମକୁ ବାହାରିଲେ ୨୨ ଶ୍ରମିକ

ବାଲିଅନ୍ତା,୨୮ା୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ତାଲାବନ୍ଦର ପ୍ରଭାବ ଗରିବ ଶ୍ରେଣୀର ଶ୍ରମିକଙ୍କ ଉପରେ ପଡ଼ିଛି। ଲକଡାଉନ କଟକଣା ପରେ...

Advertisement
Archives

Model This Week