ଖୋଲିଲା ମାଛକୁଣ୍ଡ ଜଳ ଭଣ୍ଡାରର ଗେଟ୍‌

କୋରାପୁଟ,୨୭।୧୦: କୋରାପୁଟ ଜିଲା ଲମତାପୁଟ ମାଛକୁଣ୍ଡ ଜଳ ଭଣ୍ଡାରର ୬ଟି ଗେଟ୍‌ ଖୋଲିଛି। ଜଳ ଭଣ୍ଡାରରେ ୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି। ମାଛକୁଣ୍ଡ ଡି ଡ୍ୟାମରୁ ମଧ୍ୟ ୨ ଟି ଗେଟ ଦେଇ ଜଳ ନିଷ୍କାସନ ହେୁଥିବା ସୂଚନା ମିଳିଛି। ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।

ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବା ବେଳେ ଝଟକା ପବନ ୧୧୦ କିଲୋମିଟର ଯାଏ ବଢିପାରେ। ଘଣ୍ଟା ପ୍ରତି ୧୬ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରୁଛି ବାତ୍ୟା। କାଲି ସକାଳ ସୁଦ୍ଧା ଆହୁରି ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବ । ଏହାସହ ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ । ରାତି ଭିତରେ ଆନ୍ଧ୍ର ଉପକୂଳକୁ ମାଡି ଆସିବ ବାତ୍ୟା। ମଛଲିପଟନମ ଓ କଳିଙ୍ଗପଟନମ ଭିତରେ କାକିନା ପାଖରେ ସାଇକ୍ଲୋନ ସ୍ଥଳଭାଗ ଅତିକ୍ରମ କରିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

୨୦୨୬ରେ ଅପ୍ରତ୍ୟାଶିତ ଧନ ପାଇବେ ୪ ରାଶି! ହେବେ କୋଟିପତି, ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ

ନୂଆ ବର୍ଷ ଆରମ୍ଭ ହେବା ପରେ ବୁଲଗେରିଆନ୍ ଭବିଷ୍ୟଜ୍ଞ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଭାଇରାଲ ହେଉଛି। ୨୦୨୫ ବର୍ଷ ପାଇଁ ସେ କରିଥିବା ଅନେକ ଭବିଷ୍ୟବାଣୀ ସତ୍ୟ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍‌ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍‌ର ୬…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri