ଭାଙ୍ଗିଗଲାଣି ଚନ୍ଦ୍ରମଣିଙ୍କ ଘରଦ୍ୱାର, କେବଳ ଭଗବାନଙ୍କ ଭରସାରେ…

ଗଞ୍ଜାମ,୧୩ା୧୧(ବିଦ୍ୟାଧର ସାହୁ/ଅଖିଳ ତରାଇ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ତାରିଣୀ ପଲ୍ଲୀ ଗ୍ରାମରେ ବୃଦ୍ଧା ଚନ୍ଦ୍ରମଣି ବେହେରାଙ୍କ ଘର। ଦୀର୍ଘବର୍ଷ ହେବ ସ୍ବାମୀ ଗୋପୀନାଥ ବେହେରା ଆରପାରିକୁ ଚାଲି ଗଲେଣି। ପୁଅ ଝିଅ କିଏ ନ ଥିବା ସ୍ବାମୀଙ୍କ ଅକାଳ ବିୟୋଗରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିବା ଚନ୍ଦ୍ରମଣି ମାନସିକ ସ୍ଥିତି ହରାଇ ଥିବା ସେହି ଗ୍ରାମର ଜଣେ ବ୍ୟକ୍ତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୁଅ ଝିଅ କିମା ଜମିଜମା ତଥା ସମ୍ପତ୍ତି ବାଡ଼ି କିଛି ନ ଥିବାରୁ କେହି ସମ୍ପର୍କୀୟ ପଚାରୁନାହାନ୍ତି। ବର୍ତ୍ତମାନ ଜଣେ ମାନସିକ ରୋଗୀ ବୋଲି ଗ୍ରାମବାସୀ କହୁଛନ୍ତି। ସେ ଅନେକ ବର୍ଷ ଧରି ପାଗଳଙ୍କ ଭଳି ଜୀବନଯାପନ କରନ୍ତି। ପୂର୍ବରୁ ଥିବା ଟିଣ ଚଦର ଛୋଟିଆ ଘରେ ରୁହନ୍ତି ଚନ୍ଦ୍ରମଣି। ସେ ଘରର ସ୍ଥିତି ଏଭଳି ଅବସ୍ଥାରେ ଅଛି ଯେ, ଜଣେ ମଣିଷ ରହିବା ଭଳି ଆଉ ନାହିଁ। ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଗଲାଣି। ଦାଣ୍ଡ ବାଡ଼ି କବାଟ କଥା ନ କହିବା ଭଲ। ଏହି ଳି ସ୍ଥିତିରେ ଗଣମାଧ୍ୟମ ଜରିଆରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି ଗ୍ରାମବାସୀ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri