Posted inଫୁରସତ

ନର୍କର ଦ୍ୱାର

ବର୍ତ୍ତମାନ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ମଣିଷ ଅନେକ ଅସମ୍ଭବ ମନେ ହେଉଥିବା କାର୍ଯ୍ୟକୁ ସମ୍ଭବ କରି ଦେଖାଉଛି। ହେଲେ ଏବେବି ପୃଥିବୀରେ ଏଭଳି ଅନେକ ରହସ୍ୟମୟ ସ୍ଥାନ ରହିଛି, ଯେଉଁଠିକୁ ଯିବା ତ ଦୂରର କଥା, ଏହା ସମ୍ପର୍କରେ ଠିକ୍‌ ତଥ୍ୟ ଜାଣିବାରେ ମଣିଷ ଅସଫଳ। ଆସନ୍ତୁ, ଜାଣିବା ନର୍କର ଦ୍ୱାର ବୋଲି କୁହାଯାଉଥିବା ଏଭଳି ଏକ ସ୍ଥାନ ସମ୍ପର୍କରେ ଜାଣିବା …
ଏକ ବହୁ ପୁରାତନ ସହର ହେରାପୋଲିସ୍‌, ଯାହାକି ବର୍ତ୍ତମାନ ପୁମୁକାଲ ସହର ନାମରେ ପରିଚିତ। ସେଠାରେ ରହିଛି ଏକ ରହସ୍ୟମୟୀ ମନ୍ଦିର, ଯେଉଁଠାକୁ ଗଲେ କେହି କେବେ ଫେରନ୍ତି ନାହିଁ। ଏମିତିକି ସେଠାକୁ ଗଲେ ପଶୁ ପକ୍ଷୀଙ୍କର ମଧ୍ୟ ମୃତ୍ୟୁ ହୋଇଥାଏ। ଏହି କାରଣରୁ ଉକ୍ତ ମନ୍ଦିରକୁ ନର୍କର ଦ୍ୱାର ବୋଲି କୁଆଯାଇଥାଏ।
ସୁଦ୍ଧା ସେଠାରେ ବହୁ ସଂଖ୍ୟାରେ ମଣିଷ ଏବଂ ପଶୁ ପକ୍ଷୀଙ୍କ ମୃତ୍ୟୁ ହୋଇ ସାରିଥିଲେ ହେଁ ଏହା ପଛରେ ଥିବା ପ୍ରକୃତ କାରଣ ଏଯାଏଁ ଅସ୍ପଷ୍ଟ। ତେବେ ଲୋକ କଥା ଅନୁଯାୟୀ, ଉକ୍ତ ମନ୍ଦିରରେ ଏକ ଗୁମ୍ଫା ରହିଛି ଯେଉଁଠାରେ ପ୍ଲୁଟୋ ଦେବତା ରୁହନ୍ତି। ଆଉ ତାଙ୍କୁ ଖାଇବା ଲାଗି ଦିଆଯାଉଥିବା ପଶୁ ଆଉ ଫେରି ଆସନ୍ତି ନାହିଁ। କେହି କେହି ଏକଥା ବି କୁହନ୍ତି ଯେ, ସେଠାରେ ରହୁଥିବା ୟୁନାନୀ ଦେବତାଙ୍କ ବିଶାକ୍ତ ନିଶ୍ୱାସ ଉକ୍ତ ମନ୍ଦିର ଗୁମ୍ଫାକୁ ଯାଉଥିବା ମଣିଷ କିମ୍ବା ଅନ୍ୟ ଜୀବଙ୍କ ମୃତ୍ୟୁର କାରଣ।
ସେଠାରେ ହେଉଥିବା ରହସ୍ୟମୟୀ ମୃତ୍ୟୁକୁ ନେଇ ବୈଜ୍ଞାନିକଙ୍କ ମତ କିନ୍ତୁ ଭିନ୍ନ। ସେମାନେ କୁହନ୍ତି, ଉକ୍ତ ଗୁମ୍ଫା ତଳୁ ନିର୍ଗତ ହେଉଥିବା ପ୍ରଚୁର ପରିମାଣର ବିଶାକ୍ତ କାର୍ବନ ଡାଇଅକ୍ସାଇଡ୍‌ ଗ୍ୟାସ୍‌ ଏଥିପାଇଁ ଦାୟୀ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri