ବସ୍ତିବାସିନ୍ଦାଙ୍କ ଭୟରେ ତହସିଲ ଅଫିସ ଫାଟକରେ ତାଲା

ବାଲେଶ୍ୱର ଅଫିସ, ୧୯ା୪ ବାଲେଶ୍ୱର ସହରର ବିଭିନ୍ନ ବସ୍ତି ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଚାଲିଥିବା ବେଳେ ସଦର ତହସିଲ ଅଫିସ୍‌ ଫାଟକ ବନ୍ଦ ହୋଇଥିବା ଦେଖିବାକୁ ମିଳିଛି। ବିଭିନ୍ନ ଅଞ୍ଚଳରୁ ଲୋକମାନେ କାମ ପାଇଁ ତହସିଲ ଅଫିସ୍‌କୁ ଆସି ବନ୍ଦ ଥିବା ଦେଖି ଫେରିଯାଇଥିଲେ। କିଛି ଲୋକ ଏହାର କାରଣ ତହସିଲ ଭିତରେ ଥିବା କର୍ମଚାରୀଙ୍କୁ ପଚାରି ବୁଝିଥିଲେ। ବିଭିନ୍ନ ଅଞ୍ଚଳରେ ହେଉଥିବା ଉଚ୍ଛେଦକୁ ବିରୋଧ କରି ଲୋକମାନେ ତହସିଲ ଅଫିସକୁ ପଶିଯିବା ଭୟରେ ଫାଟକ ବନ୍ଦ କରାଯାଇଥିବା କର୍ମଚାରୀମାନେ କହିଛନ୍ତି। କିନ୍ତୁ ତହସିଲ କାମରେ ଆସିଥିବା ଲୋକମାନେ ଖରାଦିନେ ବାହାରେ ଘଣ୍ଟା ଘଣ୍ଟା ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ଏନେଇ ତହସିଲଦାର ଅନାମିକା ସିଂ କହିଛନ୍ତି, ଗତ ୧୧ତାରିଖରେ ଅଙ୍ଗାରଗଡ଼ିଆ ସ୍ଥିତ ଆଇଟିଆଇ ପଡ଼ିଆରେ ଜବରଦଖଲ କାରୀଙ୍କୁ ଉଚ୍ଛେଦ କରାଯାଇଥିଲା। ଜବରଦଖଲକାରୀମାନେ ୧୮ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତହସିଲ ଅଫିସ୍‌ରେ ଆମରଣ ଅନଶନ କରିବା ପାଇଁ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏଥିପାଇଁ ପୋଲିସ ମୁତୟନ କରାଯାଇଥିଲା। ସୋମବାର ପୂର୍ବାହ୍ନ ୭ରୁ ୮ଜଣ ଜବରଦଖଲକାରୀ ଅଫିସ୍‌ ସମ୍ମୁଖରେ ପହଞ୍ଚତ୍ ଆନ୍ଦୋଳନ କରିବାର ଚେଷ୍ଟା କରୁଥିବା ବେଳେ ପୋଲିସ ସେମାନଙ୍କୁ ବାରଣ କରିଥିଲା। ପରେ ସେମାନେ ପଳାଇଯାଇଥିଲେ। ଏଥିପାଇଁ କିଛି ସମୟ ତହସିଲ ଗେଟ୍‌କୁ ବନ୍ଦ କରାଯାଇଥିଲା। ସାଧାରଣ ଲୋକଙ୍କ ଅଟକାଯାଇ ସେମାନଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରାଯାଇ ନ ଥିବାର ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri