ମା’ଙ୍କ ସହ ଥିବା ଏହି କୁନି ଝିଅ ଏବେ ପରିଚିତ ନାଁ , ବିବାହ ପରେ ପାଳନ କରୁଛନ୍ତି ପ୍ରଥମ ଜନ୍ମଦିନ

ସୋସିଆଲ ମିଡିଆରେ ବଲିଉଡ୍‌ ସେଲିବ୍ରିଟିମାନେ ବେଳେବେଳେ ଏମିତି ଫଟୋ ଶେୟାର କରିଥାନ୍ତି ଯାହାକୁ ଚିହ୍ନିବା ପ୍ରଶଂସକଙ୍କ ପାଇଁ କଷ୍ଟକର ହୋଇଥାଏ। ଏବେ ଜଣେ ଅଭିନେତ୍ରୀଙ୍କ ପିଲାଦିନର ଫଟୋ ସୋସିଆଲ ମିଡିଆରେ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି ଏବଂ ଏହାକୁ ମଧ୍ୟ ବହୁତ ପସନ୍ଦ କରାଯାଉଛି। କଳା ଏବଂ ଧଳା ଫଟୋ ଏହି ଅଭିନେତ୍ରୀ ତାଙ୍କ ମା’ଙ୍କ ସହିତ ନଜର ଆସିଛନ୍ତି। ଏହି କୁନି ଝିଅଙ୍କୁ ଆପଣ ଚିହ୍ନିପାରିବେ କି? ଯଦି ନା ଆମେ ଆପଣଙ୍କ ଦ୍ୱନ୍ଦ୍ୱ ଦୂର କରିଦେଉଛୁ। ଏହି କୁନି ଝିଅ ଜଣଙ୍କ ହେଉଛନ୍ତି ପ୍ରିୟଙ୍କାଙ୍କ ଭଉଣୀ ପରିଣୀତି ଚୋପ୍ରା। ୧୧ ବର୍ଷର କ୍ୟାରିୟର ଭିତରେ ଗୋଟିଏ ମାତ୍ର ବ୍ଲକବଷ୍ଟର ଫିଲ୍ମ ବଲିଉଡ୍‌କୁ ଭେଟି ଦେଇଛନ୍ତି। ନିକଟରେ ପରିଣୀତି ଏଏପି ନେତା ରାଘବ ଚଢ଼ାଙ୍କୁ ବିବାହ କରିଛନ୍ତି। ଆଜି ଅର୍ଥାତ୍‌ ଅକ୍ଟୋବର ୨୨ରେ ହେଉଛି ପରିଣୀତିଙ୍କ ଜନ୍ମଦିନ। ବିବାହ ପରେ ପ୍ରଥମଥର ସେ ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?