Posted inଫୁରସତ

ଚାରିଜଣ ଯୁବକଙ୍କୁ ପ୍ରେମଜାଲରେ ଫସାଇଥିଲେ ଯୁବତୀ, ଘରୁ ଫେରାର ହେବା ପରେ କାହାକୁ ବିବାହ କରିବେ ନେଇ ପଡ଼ିଲେ ଚିନ୍ତାରେ; ତା’ ପରେ…

ଆମ୍ବେଦକରନଗର: ଜଣେ କି ଦୁଇଜଣ ଯୁବକ ନୁହେଁ, ଚାରିଜଣ ଯୁବକଙ୍କ ସହ ଘରଛାଡ଼ି ଫେରାର ହୋଇଥିଲେ ଯୁବତୀ। ବିବାହ କରିବାକୁ ଇଚ୍ଛା ଥିଲେ ହେଁ ସେମାନଙ୍କ ମଧ୍ୟରୁ କାହାକୁ ବିବାହ କରିବେ ନିଶ୍ଚିତ କରିପାରି ନ ଥିଲେ। ଶେଷରେ ମାମଲା ପଞ୍ଚାୟତକୁ ଆସିଥିଲା। ସେଠାରେ ଧର୍ମଗୁଳା ପକାଇ ବିବାହ କରାଯାଇଛି। ଉତ୍ତରପ୍ରଦେଶର ଆମ୍ବେଦକରନଗର ଏହିି ଘଟଣା ସାମ୍ନାକୁ ଆସିବା ପରେ ଅନେକଙ୍କୁ ଚକିତ କରିଛି।

ଘଟଣାଟି ଏପରି। ଆମ୍ବେଦକରନଗରର ଅଜୀମନଗର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଜଣ ଯୁବକ ପ୍ରେମ ଜାଲରେ ଫସାଇଥିଲେ। ପରେ ସେମାନେ ଯୁବତୀଙ୍କୁ ଘରୁ ଫେରାର କରିନେଇଥିଲେ। କିଛିଦିନ ସେମାନେ ସମ୍ପର୍କୀୟଙ୍କ ଘରେ ଯୁବତୀଙ୍କୁ ରଖିଥିଲେ। ଅପରପକ୍ଷେ ଯୁବତୀ ନିଖୋଜ ଥିବାରୁ ପରିବାରଲୋକେ ବହୁ ଖୋଜାଖୋଜି କରିଥିଲେ। ଶେଷରେ ଯୁବତୀଙ୍କୁ ଠାବ କରିବାରେ ସଫଳ ହୋଇଥିଲେ। ଯୁବକଙ୍କ ଏଭଳି କାମକୁ ନେଇ ସେମାନେ ପୋଲିସ ନିକଟରେ ଅଭିଯୋଗ କରିବାକୁ ଭାବି ଥିଲେ। ହେଲେ ଶେଷରେ କଥା ପଞ୍ଚାୟତରେ ପହଞ୍ଚିଥିଲା।

ଯୁବତୀଜଣଙ୍କ ସେଠାରେ କାହାକୁ ବିବାହ କରିବେ ସ୍ଥିର କରିପାରି ନ ଥିଲେ। ପରେ ପଞ୍ଚାୟତରେ ଧର୍ମଗୁଳା ପକାଇବାକୁ ନିତ୍ତି ହୋଇଥିଲା। ଚାରି ଯୁବକଙ୍କ ନାମ କାଗଜରେ ଲେଖି ଜଣେ ଶିଶୁକୁ ତାହାକୁ କାଢ଼ିବାକୁ କୁହାଯାଇଥିଲା। ସେଥିରେ ଯାହା ନାମ ବାହାରିଥିଲା ତାଙ୍କୁ ହିଁ ଯୁବତୀ ବିବାହ କରିବେ କୁହାଯାଇଥିଲା। ସେଭଳି ମାମଲାର ନିଷ୍କର୍ସ ବାହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri