Posted inଫୁରସତ

ଅଧରାତିରେ ଶ୍ମଶାନରେ ପହଞ୍ଚି ଏମିତି କାମ କଲେ ଯୁବତୀ: ଦେଖନ୍ତୁ ଭିଡିଓ

ସୋସିଆଲ ମିଡିଆରେ ପ୍ରସିଦ୍ଧ ହେବାକୁ ଲୋକମାନେ ଅଜବ କାର୍ଯ୍ୟ କରୁଥିବା ଦେଖାଯାଏ। ରାତିରେ ଶ୍ମଶାନକୁ ଯିବା ପୂର୍ବରୁ ଆପଣ ଅନେକ ଥର ଭାବିବେ, କିନ୍ତୁ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଜଣେ ଯୁବତୀ ଏପରି କାର୍ଯ୍ୟ କରିଛନ୍ତି। ଏଥିରେ ସେ ରାତିରେ ଶ୍ମଶାନକୁ ଯାଇ ଏକ ଭିଡିଓ ପ୍ରସ୍ତୁତ କରୁଛନ୍ତି। ଯୁବତୀ ଏହି କାର୍ଯ୍ୟ ଦେଖି ଲୋକମାନେ ସୋସିଆଲ ମିଡିଆରେ ତାଙ୍କୁ ପ୍ରଶଂସା କରିବା ପରିବର୍ତ୍ତେ ଗାଳି ଦେଇଛନ୍ତି।
ସୋସିଆଲ ମିଡିଆରେ କ୍ଲିନ ଗର୍ଲ ଭାବରେ ଜଣାଶୁଣା ଏହି ଯୁବତୀ ଜଣେ ଇନଷ୍ଟାଗ୍ରାମର୍‌। ତାଙ୍କର ଇନଷ୍ଟାଗ୍ରାମରେ ୧ ମିଲିୟନରୁ ଅଧିକ ଫଲୋଅର୍ସ ଅଛନ୍ତି। ଯୁବତୀ ଅଧରାତିରେ ଶ୍ମଶାନକୁ ଯାଇ କବର ସଫା କରିବା ଆରମ୍ଭ କରନ୍ତି। ଯୁବତୀ କହିଛନ୍ତି ଯେ, ଏକ ପରିଷ୍କାର ସ୍ଥାନରେ ଶୋଇବାର ସମସ୍ତଙ୍କର ଅଧିକାର ଅଛି। ଯୁବତୀ ବିଭିନ୍ନ ପ୍ରକାରର ରାସାୟନିକ ପଦାର୍ଥ ସହିତ କବର ସଫା କରୁଥିବା ଦେଖାଯାଏ।
କ୍ଲିନ ଗର୍ଲ ନାମକ ଏକ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଭିଡିଓ ଶେୟାର କରାଯାଇଛି। ଯାହାକୁ ଏପର୍ଯ୍ୟନ୍ତ ପ୍ରାୟ ୭୦ ନିୟୁତ ଲୋକ ଦେଖିଛନ୍ତି। ଏହି ଭିଡିଓକୁ ୨ ଲକ୍ଷରୁ ଅଧିକ ଲୋକ ପସନ୍ଦ କରିଛନ୍ତି।

 

View this post on Instagram

 

A post shared by Clean Girl (@_the_clean_girl)

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri